24 ସେତ୍କି ଦିନ୍ ଜାକ ଜଅନ୍ ବନ୍ଦି ନ ଅଇରଇଲା ।
ଆର୍ ଆଗ୍ତୁ ଏରଦ୍ ଜଅନ୍କେ ବାନ୍ଦ୍ବାକେ ଆଦେସ୍ ଦେଇରଇଲା ଆରି ତାକେ ସିକିଲି ସଙ୍ଗ୍ ବାନ୍ଦି, ବନ୍ଦି ଗରେ ସଙ୍ଗଇରଇଲା । ତାର୍ ବାଇ, ପିଲିପର୍ ମାଇଜି ଏରଦିଆର୍ ଲାଗି, ସେ ଏନ୍ତି କରିରଇଲା ।
ତାର୍ପଚେ ଡୁବନ୍ ଦେଉ ଜଅନ୍ ବନ୍ଦି ଅଇଲାଆଚେ ବଲି ଜିସୁ ସୁନିକରି ଗାଲିିଲି ଉଟି ଗାଲା ।
ତେବେ ଏରଦ୍ ନିଜର୍ ବାଇ ପିଲିପର୍ ମାଇଜି ଏରଦିଆକେ ବିବା ଅଇ ରଇଲା । ତାକେ ସାର୍ଦା କର୍ବାକେ ନିଜେ ଏରଦ୍ ଲକ୍ମନ୍କେ ପାଟାଇ ଡୁବନ୍ ଦେଉ ଜଅନ୍କେ ଦାରି, ବାନ୍ଦିକରି ବନ୍ଦି କର୍ବାକେ ଆଦେସ୍ ଦେଲା ।
ସେ ବେଲାଇ ଜଅନ୍ ମିସା ସାଲମ୍ ଗଡ୍ଲଗେ ଏନନ୍ ନାଉଁର୍ ଗଟେକ୍ ଗାଏଁ ଡୁବନ୍ ଦେଇତେ ରଇଲା । କାଇକେ ବଇଲେ ସେ ଜାଗାଇ ବେସି ପାନି ରଇଲା । ଆରି ଲକ୍ମନ୍ ଆସିକରି ଡୁବନ୍ ନେଇତେ ରଇଲାଇ ।