ଜଅନ୍ 3:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ଆରି ଜଅନର୍ ସିସ୍ମନ୍ ତାର୍ ଲଗେ ଆସି କଇଲାଇ, “ଏ ଗୁରୁ, ତମେ ଜର୍ଦନ୍ ଗାଡ୍ ସେପାଟେ କାର୍ସଙ୍ଗ୍ ବେଟ୍ ଅଇରଇଲାସ୍ ଆରି ତାର୍ ବିସଇ ତମେ ସାକି ଦେଇତେରଇଲାସ୍, ସେ ଲକ୍ ଏବେ ଲକ୍ମନ୍କେ ଡୁବନ୍ ଦେଲାନି ଆରି ସବୁ ଲକ୍ମନ୍ ତାର୍ ଲଗେ ଗାଲାଇନି ।” အခန်းကိုကြည့်ပါ။ |