ମୁଇ ଆଇବା ଦିନ୍, ଏନ୍ତି ଗଟେକ୍ ଲକ୍ ତାର୍ ଗର୍ ଚାଡି ବିନ୍ ଦେସେ ଜିବା ବିସଇ ସମାନ୍ କରିଅଇସି । ସେ ନିଜର୍ ଗତିଦାଙ୍ଗ୍ଡାମନ୍କେ ଡାକିକରି ସେମନ୍ କାଇ କାଇ କାମ୍ କର୍ବାର୍ଆଚେ, ସେ ସବୁ ବିସଇ ସେମନ୍କେ କଇଲା । ବାଟ୍ ଡିଆଗଡି ଜାଗ୍ବା ଗତିଦାଙ୍ଗ୍ଡାକେ ଡାକିକରି ସେ ବାଉଡି ଆଇବା ଜାକ ଜାଗିକରି ରଇବାକେ କଇକରି ଗାଲା ।