30 ସେ ମଆନ୍ ଅଇତେ ଜାଅ ଆରି ମୁଇ ସାନ୍ ଅଇତେ ଜିବି ।”
ଜେ ବିବା ଅଇସି, ସେ ବର୍ ଦାଙ୍ଗ୍ଡା । ମାତର୍ ବର୍ ଦାଙ୍ଗ୍ଡାର୍ ଲଗେ ବରର୍ ସଙ୍ଗାରି ଟିଆଅଇ ତାର୍ କାତା ସୁନ୍ସି । ସେ ବର୍ ଦାଙ୍ଗ୍ଡାର୍ କାତା ସୁନି, ବେସି ସାର୍ଦା ଅଇସି । ସେନ୍ତାରିସେ ମର୍ ସାର୍ଦା ମିସା ପୁରାପୁରୁନ୍ ଅଇଲାଆଚେ ।
“ଜେ ସର୍ଗେଅନି ଆଇଲା ଆଚେ, ସେ ସବୁ ଲକ୍ମନର୍ତେଇଅନି ମଆନ୍ । ଜେ ଜଗତେ ଅନି ଜନମ୍ ଅଇଆଚେ, ସେ ଜଗତର୍ କାତାସେ କଇସି । ମାତର୍ ଜେ ସର୍ଗେଅନି ଆସିଆଚେ, ସେ ସବୁକଲର୍ତେଇ ଅନି ମଆନ୍ ।
ସେ ଇସାବେ ଦେକ୍ଲେ ଆପଲ୍ କେ ? ଆରି ମୁଇ ମିସା କେ ? ଆମେତା ଅବ୍କା ସେବା କରୁମନ୍ । ଜେନ୍ତିକି ତମ୍କେ ବିସ୍ବାସ୍ କର୍ବାକେ ଆମେ ସାଇଜ କଲୁ । ପର୍ମେସର୍ ଆମ୍କେ ଜନ୍ କାମ୍ କର୍ବାକେ ଦେଇରଇଲା, ଆମେ ସେ କାମ୍ କରିଆଚୁ ।
ମଣ୍ଡଲି ଅଇଲାନି ତାର୍ ଗାଗଡ୍ ଆରି ସେ ମଣ୍ଡଲିର୍ ମୁଣ୍ଡ୍ । ମୁଣ୍ଡ୍ ଗାଗଡ୍କେ ସାସନ୍ କଲାପାରା, ସେ ମଣ୍ଡଲିକେ ସାସନ୍ କଲାନି । ତାକେସେ ପର୍ମେସର୍ ମରନେଅନି ପର୍ତୁମ୍ ଉଟାଇରଇଲା । ଜେନ୍ତିକି କିରିସ୍ଟ ସବୁର୍ ଉପ୍ରେ ସାସନ୍ କର୍ସି ।
ତାର୍ପଚେ ସାତ୍ ଲମର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ସର୍ଗେ ଜବର୍ ଆଉଲି ଅଇବାଟା ସୁନିଅଇଲା । ଜଗତ୍କେ ସାସନ୍ କର୍ବା ବପୁ ଆମର୍ ମାପ୍ରୁ ଆରି ତାର୍ ମସିଅକେ । ସେ କାଲ୍ କାଲ୍ ଜୁଗ୍ ଜୁଗ୍ ସାସନ୍ କର୍ସି ।