6 ଗଟେକ୍ ନର୍ ଲକ୍ ତାର୍ ନର୍ ମାଆ ବାବାର୍ତେଇଅନି ଜନମ୍ ଅଇସି । ମାତର୍ ସୁକଲ୍ ଆତ୍ମା ତାର୍ ଆତ୍ମାଇ ନୁଆ ଜିବନ୍ ଦେଇସି ।
ସେମନ୍ ମୁନୁସ୍ମନ୍ ମନ୍କଲା ଇସାବେ ଜନମ୍ ଅଅତ୍ନାଇ, କି ଗାଗଡର୍ ବନି ଇସାବେ ଅଅତ୍ନାଇ । ନିଜେ ପର୍ମେସର୍ ସେମନର୍ ବାବା ।
ସେଟାର୍ପାଇ ମୁଇ ତକେ ଆରିତରେକ୍ ଜନମ୍ ଅଇବାକେ ଅଇସି ବଲି କଇବା ବିସଇ ସୁନି କାବାଅଇଜାଆ ନାଇ ।
ମର୍ ଗାଗଡର୍ କାରାପ୍ ମନ୍ କର୍ବାଟାନେଅନି କାଇମିସା ନିମାନ୍ ବିସଇ ନ ଆସେ ବଲି ମୁଇ ଜାନ୍ଲିନି । କାଇକେବଇଲେ ନିକ କାମ୍ କର୍ବାକେ ମନ୍ ରଇଲେ ମିସା ସେଟା କରି ନାପାର୍ଲିନି ।
ପରମେସର୍ ଦନିଅବାଦ୍ ପାଅ ! ମାପ୍ରୁ ଜିସୁ କିରିସ୍ଟର୍ ଲାଗି ମୁଇ ଉଦାର୍ ପାଇଆଚି । ତେବେ, ଏଟା ଅଇଲାନି ମର୍ କରମ୍ । ପରମେସରର୍ ନିୟମ୍ କାଲି ମୁଇ ମର୍ ମନେ ନାମି ପାର୍ବି । ମାତର୍ ମର୍ ମୁନୁସ୍ ଇସାବର୍ ଚଲାଚଲ୍ତି ମକେ ପାପର୍ ଗତି ଦାଙ୍ଗ୍ଡା ଅଇବାକେ ବାଦିଅ କଲାନି ।
ଜେତେଦିନ୍ ଜାକ ଆମେ ଗାଗଡ୍ ମନ୍ କଲା ଇସାବେ ବାନ୍ଦିଅଇରଇଲୁ, ନିୟମ୍ ଆମ୍କେ ନାଇ ବଲି କଇତେରଇଲା । ସେଟା ଆମର୍ ପାପ୍ ଅଦିକ୍ ଅଦିକ୍ କରାଇତେ ରଇଲା । ଆରି ଆମେ ମରନ୍ ବାଟେ ଜାଇତେରଇଲୁ ।
କାଇକେବଇଲେ ସେନ୍ତି କଲେ, ତମେ ମର୍ସା ମାତର୍ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ନିଜର୍ ପାପ୍ଚଲନ୍ ନସ୍ଟ କରି ଆରି ପାପ୍ କାମ୍ ନ କରାସ୍, ତେବେସେ ତମେ ବଁଚ୍ସା ।
ମାତର୍ ଜେ ମାପ୍ରୁର୍ ସଙ୍ଗ୍ ମିସ୍ସି, ତାର୍ ଆତ୍ମା ଆରି ମାପ୍ରୁର୍ ଆତ୍ମା ଗଟେକ୍ ଅଇଜାଇସି ।
ଜେ ଜଦି କିରିସ୍ଟ ସଙ୍ଗ୍ ମିସ୍ଲେ ସେ ଗଟେକ୍ ନୁଆ ଲକ୍ ଅଇସି । ପୁର୍ନା ଚଲାଚଲ୍ତି ଆରି ନାଇନି, ସବୁଜାକ ନୁଆ ଅଇଗାଲା ଆଚେ ।
ଜନ୍ ଲକ୍ମନ୍ କିରିସ୍ଟ ଜିସୁର୍, ସେମନ୍ ତାକର୍ ଗାଗଡ୍କେ ତାର୍ ମନ୍ କର୍ବାଟା ଆରି ଆସା କର୍ବାଟା ସଙ୍ଗ୍ କୁର୍ସତେଇ ମରାଇ ଆଚତ୍ ।
ସତଇସେ ଆମେ ସବୁଜାକ, ସେ ରକାମ୍ ରଇଲୁ ଆରି ଗାଗଡର୍ ଆରି ମନର୍ ଲାଲ୍ସା ଇସାବେ ଜିଉନା କାଉନା କର୍ତେ ରଇଲୁ । ଆରି ଅଲ୍ଗା ଲକ୍ମନର୍ ପାରା ଆମେମିସା ପର୍ମେସରର୍ ରିସାର୍ ଡଣ୍ଡ୍ ପାଇବାକେ ଜାଇତେ ରଇଲୁ ।
ତମେ କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ସୁନତ୍ ଅଇଲାପାରା ଅଇଆଚାସ୍ । ଜେନ୍ତିକି ତମର୍ ପାପର୍ ଗୁନ୍ଚଲନେ ଅନି ମୁକ୍ଲିଆଚାସ୍ । ଗାଗଡ୍ ଇସାବେ ସୁନତ୍ ଅଇଆଚାସ୍ ବଲି ମୁଇ କଇନାଇ, ମାତର୍ କିରିସ୍ଟସେ ତମର୍ ପାପର୍ ଗୁନ୍ଚଲନେଅନି ମୁକ୍ଲାଇଆଚେ ।
ପର୍ମେସରର୍ ପିଲା ଅଇରଇବା କେ ମିସା ପାପ୍କରିଲାଗି ରଇବାର୍ ନାଇ । କାଇକେବଇଲେ ପର୍ମେସରର୍ ଗୁନ୍ଚଲନ୍ ତାକର୍ ବିତ୍ରେ ଆଚେ । ସେମନ୍ ପର୍ମେସରର୍ ପିଲାଜିଲା ଅଇଲାଇକେ, ପାପ୍କରିଲାଗି ନ ରଅତ୍ ।