7 ସେଟାର୍ପାଇ ମୁଇ ତକେ ଆରିତରେକ୍ ଜନମ୍ ଅଇବାକେ ଅଇସି ବଲି କଇବା ବିସଇ ସୁନି କାବାଅଇଜାଆ ନାଇ ।
ମୁଇ ତକେ ଏ ଦୁନିଆର୍ ବିସଇ କଇବାବେଲେ ବିସ୍ବାସ୍ କରୁସ୍ ନାଇ । ଆରି ସରଗର୍ ବିସଇ କଇବି ବଇଲେ କେନ୍ତି ମକେ ବିସ୍ବାସ୍ କର୍ସୁ ?
ଜିସୁ ତାକେ କଇଲା, “ମୁଇ ତକେ ସତ୍ କାତା କଇଲିନି, ଆରିତରେକ୍ ଜନମ୍ ନ ଅଇଲେ କେ ମିସା ପର୍ମେସରର୍ ରାଇଜ୍ ଦେକି ନାପାରତ୍ ।”
ଗଟେକ୍ ନର୍ ଲକ୍ ତାର୍ ନର୍ ମାଆ ବାବାର୍ତେଇଅନି ଜନମ୍ ଅଇସି । ମାତର୍ ସୁକଲ୍ ଆତ୍ମା ତାର୍ ଆତ୍ମାଇ ନୁଆ ଜିବନ୍ ଦେଇସି ।
ପବନ୍ ଜନ୍ ବାଟେ ଜିବାକେ ମନ୍ କର୍ସି ସେ ବାଟେସେ ଜାଇସି, ଆରି ତମେ ତାର୍ ସବଦ୍ ସୁନ୍ସା । ମାତର୍ ସେଟା କନ୍ତିଅନି ଆଇସି ଆରି କନ୍ ବାଟେ ଜାଇସି ସେଟା ନାଜାନାସ୍ । ଆତ୍ମାଇ ଜନମ୍ ଅଇଲା ସବୁ ଲକ୍ମନ୍ ମିସା ସେନ୍ତାରିସେ ।”
ତମେ ଏଟାର୍ପାଇ କାବା ଉଆନାଇ, ଏନ୍ତି ବେଲା ଆଇଲାନି, ମରିକରି ତପିଅଇଲା ସବୁ ଲକ୍ମନ୍ ମର୍ କଁଟ୍ସର୍ ସୁନ୍ବାଇ ।
ବାବା ପର୍ମେସର୍ ଉଜଲର୍ ରାଇଜେ ତାର୍ ଲକ୍ମନର୍ ପାଇ ଜାଇଟା ଟୁଲିଆଇ ଆଚେ, ତେଇ ମିସ୍ବାକେ ସେ ତମ୍କେ ବାଚ୍ଲା ଆଚେ । ସେଟାର୍ପାଇ ସାର୍ଦା ସଙ୍ଗ୍ ତାକେ ଦନିଅବାଦ୍ ଦେଇସା ।
ସବୁ ଲକର୍ ସଙ୍ଗ୍ ସୁସାରେ ଆରି ସୁକଲ୍ ସଙ୍ଗ୍ ରଇବାକେ ଚେସ୍ଟା କରା, ଆରିକେ ସୁକଲ୍ ନ ଅଇକରି ମାପ୍ରୁକେ ଦେକି ନାପାରତ୍ ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
ମାତର୍ ଅସୁକଲ୍ ରଇବା କାଇ ବିସଇ ମିସା ସେ ନଅରେ ନ ପୁରେ । ଲାଜ୍ ଅଇବା କାମ୍ମନ୍ କର୍ବା ଲକ୍ କି ମିଚ୍ କଇବା ଲକ୍ କେ ମିସା ତେଇ ପୁରି ନାପାରତ୍ । ମେଣ୍ଡାପିଲାର୍ ବଇଲଗେ ଜାର୍ ନାଉଁ ଲେକାଅଇଆଚେ, ସେମନ୍ସେ, ସେ ନଅରେ ଜାଇପାରତ୍ ।