9 ନିକଦିମ ଜିସୁକେ ପାଚାର୍ଲା, “ଏବେ ତୁଇ କଇବା କାତା କେନ୍ତି ଅଇପାର୍ସି ?”
ମରିୟମ୍ ଦୁତ୍କେ କଇଲା, “ଏଟା କେନ୍ତି ଅଇସି ? ମୁଇତା ମୁନୁସ୍କେ ନାଜାନି !”
ଜିସୁ ତାକେ କଇଲା, “ତୁଇ ଇସ୍ରାଏଲର୍ ଗଟେକ୍ ବଡ୍ ଗୁରୁ ଅଇକରି ମିସା କେନ୍ତି ଏ ସବୁ କାତା ବୁଜି ନାପାର୍ଲୁସ୍ନି ?
ନିକଦିମ ତାକେ ପାଚାର୍ଲା, “ଡକ୍ରା ଅଇଲା ଲକ୍ କେନ୍ତି ଆରି ତରେକ୍ ଜନମ୍ ଅଇସି ? ସେ ଆରି ତରେକ୍ ମାଆର୍ ପେଟ୍ ବିତ୍ରେ ଜାଇକରି ଜନମ୍ ଅଇସି କି ? ନାଇ ଅଇ ନଏଁ ।”
ପବନ୍ ଜନ୍ ବାଟେ ଜିବାକେ ମନ୍ କର୍ସି ସେ ବାଟେସେ ଜାଇସି, ଆରି ତମେ ତାର୍ ସବଦ୍ ସୁନ୍ସା । ମାତର୍ ସେଟା କନ୍ତିଅନି ଆଇସି ଆରି କନ୍ ବାଟେ ଜାଇସି ସେଟା ନାଜାନାସ୍ । ଆତ୍ମାଇ ଜନମ୍ ଅଇଲା ସବୁ ଲକ୍ମନ୍ ମିସା ସେନ୍ତାରିସେ ।”
ଜିସୁ କଇଲା କାତା ସୁନି ଜିଉଦି ନେତାମନ୍ ରିସାଅଇ ଆଉଲିଅଇକରି “ଏ ଲକ୍ କେନ୍ତି ନିଜର୍ ଗାଗଡ୍ ଆମ୍କେ କାଇବାକେ ଦେଇ ପାରେ ?” ବଲି ଦଦାପେଲା ଅଇ କଇଲାଇ ।
ଜିସୁର୍ ସିସ୍ମନର୍ ବିତ୍ରେ ଅନି କେତେକ୍ ଲକ୍ ଏ କାତା ସୁନିକରି କଇଲା, “ଏ ସିକିଆ ମୁଲ୍କେ ବୁଜି ନଇଲାନି । ସେଟାର୍ପାଇ କେ ଏଟା ନାମ୍ସି ?”