17 ସେ ମାଇଜି “ମକେ ମୁନୁସ୍ ନାଇ” ବଲି କଇଲା । ଜିସୁ ତାକେ କଇଲା, “ମକେ ମୁନୁସ୍ ନାଇ ବଲି ସତ୍ କାତା କଇଆଚୁସ୍ ।
ଜିସୁ ସେ ତାକେ କଇଲା, “ତୁଇ ଜାଇକରି ତର୍ ମୁନୁସ୍କେ ଇତି ଡାକିଆନ୍ ।”
କାଇକେ ବଇଲେ ତର୍ ପାଁଚ୍ଟା ମୁନୁସ୍ ରଇଲାଇ ଆରି ଏବେ ତୁଇ ଜନ୍ ଲକର୍ ସଙ୍ଗ୍ ଆଚୁସ୍, ସେ ମିସା ତର୍ ମୁନୁସ୍ ନଏଁ । ଏଟା ସତ୍ କଇଆଚୁସ୍ ।”
“ଆସା ଗଟେକ୍ ଲକ୍କେ ଦେକ୍ସା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା । ସେ ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇଲେ ଅଇରଇସି କାଇକି ।”
ତମ୍କେ ଜଡିଆଚେ, ସେଟା ସତ୍ ସେ । ମାତର୍ ଜିଉଦିମନ୍ ବିସ୍ବାସ୍ ନ କଲାର୍ ପାଇ ପର୍ମେସର୍ ସେମନ୍କେ କାଟିଦେଲାଆଚେ । ତମେ ବିସ୍ବାସ୍ କଲାକେସେ ତମ୍କେ ଜଡିଆଚେ । ସେଟାର୍ପାଇ ବଡ୍ପନ୍ ନ ଅଇ ଡରିକରି ରୁଆ ।