18 କାଇକେ ବଇଲେ ତର୍ ପାଁଚ୍ଟା ମୁନୁସ୍ ରଇଲାଇ ଆରି ଏବେ ତୁଇ ଜନ୍ ଲକର୍ ସଙ୍ଗ୍ ଆଚୁସ୍, ସେ ମିସା ତର୍ ମୁନୁସ୍ ନଏଁ । ଏଟା ସତ୍ କଇଆଚୁସ୍ ।”
ଆରି ସେନ୍ତି ସେ ଜନ୍ ମାଇଜିଟକି ତାର୍ ମୁନୁସ୍କେ ଚାଡ୍ ପତର୍ ଦେଇ, ବିନ୍ ମୁନୁସ୍କେ ବିବା ଅଇସି ବଇଲେ ସେ ମିସା ପର୍ତୁମ୍ ମନସ୍ ବିରୁଦେ ପାଦ୍ରି କାମ୍ କଲାନି ।” ବଲିକରି କଇଲା ।
ଜିସୁ ସେ ତାକେ କଇଲା, “ତୁଇ ଜାଇକରି ତର୍ ମୁନୁସ୍କେ ଇତି ଡାକିଆନ୍ ।”
ସେ ମାଇଜି “ମକେ ମୁନୁସ୍ ନାଇ” ବଲି କଇଲା । ଜିସୁ ତାକେ କଇଲା, “ମକେ ମୁନୁସ୍ ନାଇ ବଲି ସତ୍ କାତା କଇଆଚୁସ୍ ।
ସେ ମାଇଜି କଇଲା, “ଏ ଆଗିଆଁ ତୁଇ ଗଟେକ୍ ବବିସତର୍ କାତା କଇବା ଲକ୍ ବଲି, ଏବେ ମୁଇ ଜାନିପାର୍ଲିନି ।
ସେ ବଁଚି ରଇଲା ବେଲେ, ତାର୍ ମାଇଜି ଜଦି ବିନ୍ ମୁନୁସ୍କେ ବିବା ଅଇସି, ତେବେ ତାକେ ଚାଡ୍ରି ବଲି କଇବାଇ, ମାତର୍ ମୁନୁସର୍ ମରନ୍ ପଚେ ବିନ୍ ମୁନୁସ୍କେ ବିବା ଅଇଲେ, ତାକେ ଆରି ଚାଡ୍ରି ବଲି ନ କଅତ୍ । ନିୟମ୍ ଇସାବେ ସେ ଗଟେକ୍ ମୁକ୍ଲି ରଇବା ମାଇଜି ।
ବିବା ଅଇବାଟା ସବୁଲକ୍ ନିକ ବଲି ମାନତ୍ । ସବୁ ମାଇଜିମନସ୍ ମନ୍ ଗଟେକ୍ ମାଇଜି ଆରି ଗଟେକ୍ ମନସ୍ ଅଇକରି ସତ୍ସଙ୍ଗ୍ ରଇବାର୍ଆଚେ । ଜନ୍ ଲକ୍ମନ୍ ବେସିଆ କାମ୍ କରି ରଇବାଇ, ସେମନ୍କେ ପର୍ମେସର୍ ଡଣ୍ଡ୍ ଦେଇସି ।