2 ଜିସୁ ସତଇସେ ନିଜେ କାକେ ମିସା ଡୁବନ୍ ନ ଦେଇତେ ରଇଲା, ମାତର୍ ତାର୍ ସିସ୍ମନ୍ ଡୁବନ୍ ଦେଇତେ ରଇଲାଇ ।
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ତାର୍ ପଚେ ଜିସୁ ଆରି ତାର୍ ସିସ୍ମନ୍ ଜିଉଦା ଦେସେ ଗାଲାଇ ଆରି ସେ ଜାଗାଇ ରଇକରି ଲକ୍ମନ୍କେ ଡୁବନ୍ ଦେଲାଇ ।
ଆରି ଜଅନର୍ ସିସ୍ମନ୍ ତାର୍ ଲଗେ ଆସି କଇଲାଇ, “ଏ ଗୁରୁ, ତମେ ଜର୍ଦନ୍ ଗାଡ୍ ସେପାଟେ କାର୍ସଙ୍ଗ୍ ବେଟ୍ ଅଇରଇଲାସ୍ ଆରି ତାର୍ ବିସଇ ତମେ ସାକି ଦେଇତେରଇଲାସ୍, ସେ ଲକ୍ ଏବେ ଲକ୍ମନ୍କେ ଡୁବନ୍ ଦେଲାନି ଆରି ସବୁ ଲକ୍ମନ୍ ତାର୍ ଲଗେ ଗାଲାଇନି ।”
ସେଟାର୍ ପାଇ ପିତର୍ ସେମନ୍କେ ଜିସୁକିରିସ୍ଟର୍ ନାଉଁ ଦାରି ଡୁବନ୍ ଦେଲାପଚେ କର୍ନିଲିଅ ଆରି ତାର୍ ସଙ୍ଗ୍ ରଇବାଲକ୍ମନ୍ ତାକେ ଆରି କେତେ ଦିନ୍ ସେମନର୍ ସଙ୍ଗ୍ ରଇବାକେ ବାବୁଜିଆ କଲାଇ ।