ଜଅନ୍ 4:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ବେଲା ଆଇଲାନି ଆରି ସେ ବେଲା କେଟ୍ଲାବେ, ଜେଡେବେଲା କି ସୁକଲ୍ଆତ୍ମାର୍ ବପୁସଙ୍ଗ୍ ଲକ୍ମନ୍, ବାବା ପର୍ମେସର୍କେ ନିକସଙ୍ଗ୍ ଚିନ୍ବାଇ । ସେବେଲେ ସେମନ୍ ତାକର୍ ମନେ ସତ୍ସଙ୍ଗ୍ ଉପାସନା କର୍ବାଇ । ସେନ୍ତି ଉପାସନା କର୍ବା ଲକ୍ମନ୍କେ ବାବା ମନ୍ କଲାନି । အခန်းကိုကြည့်ပါ။ |