ଜଅନ୍ 4:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ପର୍ମେସର୍ ଅଇଲାନି ଆତ୍ମା । ଆରି ଜନ୍ଲକ୍ମନ୍ ତାକେ ଉପାସନା କଲାଇନି, ସେମନ୍ ସତ୍ସଙ୍ଗ୍ ଆତ୍ମାଇ ଉପାସନା କର୍ବାର୍ଆଚେ ।” အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।