25 ସେ ମାଇଜି କଇଲା, “ମୁଇ ଜାନି, ମସିଅ ଜାକେ କି କିରିସ୍ଟ ବଲ୍ବାଇ । ସେବେଲାଇ ଆସି ଆମ୍କେ ସବୁ ବିସଇ ବୁଜାଇ ଦେଇସି ।”
ଏ ଜସେପ୍ ମରିୟମ୍କେ ବିବା ଅଇରଇଲା । ମରିୟମର୍ ପେଟେଅନି ଜିସୁ ଜନମ୍ ଅଇରଇଲା । ଜିସୁ କିରିସ୍ଟକେ ମସିଅ ବଲି ମିସା ନାଉଁ ଆଚେ ।
ତେଇ ଆସି ରଇଲା ଲକ୍ମନ୍କେ ପିଲାତ୍ ପାଚାର୍ଲା, “ମୁଇ କାକେ ମୁକ୍ଲାଇ ଦେବି ବଲି ତମେ ମନ୍ କଲାସ୍ନି ? ବାର୍ବାକେ କି ଜିସୁକେ, ଜାକେ କିରିସ୍ଟ ବଲି କଇବାଇ ?”
ପିଲାତ୍ ପାଚାର୍ଲା, “ତେବେ ସବୁ ଲକ୍ ମସିଅ ବଲି ଜାନିରଇଲା ଜିସୁକେ ମୁଇ କାଇଟା କର୍ବି ?” “ତାକେ କୁର୍ସେ ଚଗାଆ” ବଲି ସବୁଲକ୍ ଆଉଲି ଅଇଲାଇ ।
କାଇକେବଇଲେ, ଆଜିସେ ଦାଉଦ୍ ରାଜାର୍ ଜନମ୍ ନଅରେ ତମର୍ପାଇ ଗଟେକ୍ ଉଦାର୍କାରିଆ ଜନମ୍କଲା ଆଚେ, ସେ କିରିସ୍ଟ ମାପ୍ରୁ ।
ତାର୍ ପଚେ ନିତନିଏଲ୍ ଜିସୁକେ କଇଲା, “ଏ ଗୁରୁ, ତମେ ପର୍ମେସରର୍ ପିଲା ଆରି ଇସ୍ରାଏଲର୍ ରାଜା !”
“ଆସା ଗଟେକ୍ ଲକ୍କେ ଦେକ୍ସା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା । ସେ ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇଲେ ଅଇରଇସି କାଇକି ।”
ସେ ସଅରର୍ କେତେକ୍ କେତେକ୍ ସମିରଣିୟମନ୍ ଜିସୁକେ ବିସ୍ବାସ୍ କଲାଇ । କାଇକେବଇଲେ, ସେ ମାଇଜି ସେମନ୍କେ କଇରଇଲା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା ।
ଲକ୍ମନ୍ ସେ ମାଇଜିକେ କଇଲାଇ, “ତୁଇ କଇଲାକେ ଆମେ ବିସ୍ବାସ୍ କରୁନାଇ, ଆମେ ନିଜେ ତାର୍ କାତା ସୁନି କରି ଏ ଆକା ଦୁନିଆର୍ ରକିଆକରୁ ବଲି ବିସ୍ବାସ୍ କଲୁ ।”