3 ତାର୍ ବିସଇ ନେଇ ଲକ୍ମନ୍ ଏନ୍ତାରି କାତା ଅଇବାଟା ସୁନି, ଜିସୁ ଜିଉଦା ରାଇଜ୍ ଚାଡିକରି ଆରି ତରେକ୍ ଗାଲିଲି ଦେସେ ଉଟିଗାଲା ।
ଗଟେକ୍ ନଅରେ ଦୁକ୍ କସ୍ଟ ଦେଲେ, ତମେ ଆରି ଗଟେକ୍ ନଅରେ ଉଟି ପାଲାଆ । ମୁଇ ତମ୍କେ ସତ୍କାତା କଇଲିନି, ତମେ ଇସ୍ରାଏଲ୍ ଦେସେ ରଇବା ସବୁ ଗଡେ ବୁଲି ନ ସାର୍ତେ, ନର୍ପିଲା ମୁଇ ଆରି ତରେକ୍ ବାଉଡି ଆସିରଇବି ।
ସେଡ୍କିବେଲେ ଜିସୁ ସିସ୍ମନର୍ ସଙ୍ଗ୍ ଲକ୍ମନର୍ଟାନେଅନି ବେଗ୍ଲି କରି, ସମ୍ଦୁର୍ କଣ୍ଡିବାଟେ ବାରଇ ଗାଲା । ଆରି ଗାଲିଲି ଅନି ବେସି ଲକ୍ ତାର୍ ପଚେ ପଚେ ଆଇଲାଇ, ଆରି ଜିଉଦା,
ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଜିରୁସାଲମେ ଜିବା ବେଲେ ସେ ଗାଲିଲି ଆରି ସମିରଣ ଜିଲାର୍ ମଜାଇ କେଟ୍ଲା ।
ତାର୍ ଆରକର୍ ଦିନେ ଜିସୁ ଗାଲିଲି ଦେସେ ଜିବାକେ ମନ୍ କଲା । ଆରି ସେ ଜିବା ବେଲେ ପିଲିପ୍କେ ବେଟ୍ପାଇ ତାକେ କଇଲା, “ମର୍ ସଙ୍ଗ୍ ଆଉ ।”
ତାର୍ପଚେ ସେ ଆରିତରେକ୍ ଜର୍ଦନ୍ ଗାଡର୍ ସେପାଟେ ଉଟିଜାଇକରି ଆଗେ ଜଅନ୍ ଜନ୍ ଜାଗାଇ ଡୁବନ୍ ଦେଇ ରଇଲା, ସେ ଜାଗାଇ ଜାଇକରି ରଇଲା ।
ତେବେ ଜିସୁ ଜିଉଦି ଲକ୍ମନର୍ ବିତ୍ରେ ସବୁଲକ୍ ଜାନ୍ଲା ପାରା ବୁଲାଚାଲା ନ କର୍ତେ ରଇଲା । ସେ ଜାଗାଇଅନି ବାରଇଜାଇକରି, ମରୁବାଲି ବୁଏଁ ରଇବା କିନରା ଜାଗାଇ ରଇଲା ଏପ୍ରଇମ୍ ନାଉଁର୍ ଗଟେକ୍ ଗଡେ ଜାଇ ସିସ୍ମନର୍ ସଙ୍ଗ୍ ତେଇ ରଇଲା ।
ଏଟା ଜିସୁ ପର୍ତୁମ୍ କଲା କାବାଅଇଜିବା କାମ୍ । ସେଟା ଗାଲିଲି ଦେସର୍ କାନା ନଅରେ କରିରଇଲା । ଏନ୍ତି କରି ତାର୍ ମଇମା ଦେକାଇଲା ଆରି ତାର୍ ସିସ୍ମନ୍ ତାକେ ବିସ୍ବାସ୍ କଲାଇ ।
ତାର୍ ପଚେ ଜିସୁ ଆରି ତାର୍ ସିସ୍ମନ୍ ଜିଉଦା ଦେସେ ଗାଲାଇ ଆରି ସେ ଜାଗାଇ ରଇକରି ଲକ୍ମନ୍କେ ଡୁବନ୍ ଦେଲାଇ ।
ସେ ଜନ୍ଟା ଦେକ୍ଲା ଆଚେ ଆରି ସୁନ୍ଲା ଆଚେ ସେ ବିସଇ ସେ ଜାନାଇଲାନି । ମାତର୍ ସେ କଇରଇବା କାତା କେ ମିସା ନାମତ୍ ନାଇ ।
ଜିସୁ ଜିଉଦାଇ ଅନି ଗାଲିଲି ଆଇଲା ଆଚେ ବଲି ସୁନିକରି ଜର୍ ଅଇଲା ପିଲାର୍ ବାବା ତାର୍ ଲଗେ ଗାଲା । ମର୍ବା ସମାନ୍ ଅଇରଇବା ପିଲାକେ ନିମାନ୍ କର୍ବାକେ କପର୍ନାଉମେ ଜୁ ବଲି ଜିସୁକେ ଜୁଆର୍ ବିଆର୍ କଲା ।
ତାର୍ ପଚେ ଜିସୁ ଗାଲିଲି ବାଟେ ବୁଲ୍ବାର୍ ଗାଲା । ସେ ଜିଉଦା ଦେସେ ଜିବାକେ ମନ୍ କରେନାଇ । କାଇକେ ବଇଲେ ଜିଉଦି ନେତାମନ୍ ତାକେ ମରାଇବାକେ ଚେସ୍ଟା କର୍ତେ ରଇଲାଟା, ସେ ଜାନି ରଇଲା ।