30 ସେଟାର୍ପାଇ ଲକ୍ମନ୍ ସଅରେ ଅନି ବାରଇକରି ଜିସୁକେ ଦେକ୍ବାକେ ଗାଲାଇ ।
ଜିସୁ ଏ କାତା କଇସାରାଇ କଇଲା, “ଜନ୍ ଲକ୍ମନ୍ ଏବେ ପଚେ ଆଚତ୍ ସେମନ୍, ଆଗ୍ତୁ ଅଇବାଇ । ଆରି ଜନ୍ ଲକ୍ମନ୍ ଆଗ୍ତୁ ଆଚତ୍ ସେମନ୍ ପଚେ ସେ ରଇଜିବାଇ ।”
“ଆସା ଗଟେକ୍ ଲକ୍କେ ଦେକ୍ସା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା । ସେ ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇଲେ ଅଇରଇସି କାଇକି ।”
ଏତ୍କି ବିତ୍ରେ ସିସ୍ମନ୍ ଜିସୁକେ “ଏ ଗୁରୁ କାଇଟା ଆଲେ ଅଲପ୍ କାଆ ।” ବଲି ବାବୁଜିଆ କଲାଇ ।
ସେ ସଅରର୍ କେତେକ୍ କେତେକ୍ ସମିରଣିୟମନ୍ ଜିସୁକେ ବିସ୍ବାସ୍ କଲାଇ । କାଇକେବଇଲେ, ସେ ମାଇଜି ସେମନ୍କେ କଇରଇଲା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା ।
ତେବର୍ ପାଇ, ମୁଇ ତକେ ଦାପ୍ରେ ଡାକାଇଲି, ଆରି ତମେ ମର୍ କାତା ମାନିକରି ଆସି ଆଚାସ୍ । ଏବେ ଆମେ ସବୁ ଲକ୍ ପରମେସର୍ ରଇବା ଏ ଜାଗାଇ ରୁଣ୍ଡିଆଚୁ । ମାପ୍ରୁ ତକେ ଜନ୍ଟା କଇବାକେ ଆଦେସ୍ ଦେଲା ଆଚେ, ସେଟା ସୁନ୍ବାକେ ଜାଗିଆଚୁ ।”
ପାଉଲ୍ ଆରି ବର୍ନବା ପାର୍ତନା ଗରେଅନି ବାରଇବା ବେଲେ, ଆରି ଗଟେକ୍ ବିସ୍ରାମ୍ବାରେ ବାଉଡି ଆସି ଏ ସବୁ ବିସଇ ଆରି ବୁଜାଇବାକେ, ଲକ୍ମନ୍ ବାବୁଜିଆ କଲାଇ ।
ସାରାସାରିପଚେ ପାଉଲ୍ କଇଲା “ତେବେ ପରମେସରର୍ ମୁକ୍ତି ଜିଉଦିନଇଲା ଲକ୍ମନର୍ ପାଇ ଆଇଲା ଆଚେ । ଏଟା ତମେ ଜାନିରୁଆ, ସେମନ୍ ମିସା ସେଟା ମାନ୍ବାଇ ।”
ନିୟମ୍ ଚାଲ୍ଲାର୍ ପାଇ କାରାପ୍ କାମ୍ ବଡ୍ଲା । ମାତର୍ ପାପ୍ ବଡି ବଡି ଗାଲାକେ ପରମେସରର୍ ଜିବନ୍ଦୁକାନି ମିସା ବେସି ବଡ୍ଲା ।