32 ମାତର୍ ଜିସୁ ସେମନ୍କେ କଇଲା, “ମର୍ ଲଗେ ଜନ୍ କାଦି ଆଚେ, ସେ କାଦିର୍ ବିସଇ ତମେ ନାଜାନାସ୍ ।”
ଏତ୍କି ବିତ୍ରେ ସିସ୍ମନ୍ ଜିସୁକେ “ଏ ଗୁରୁ କାଇଟା ଆଲେ ଅଲପ୍ କାଆ ।” ବଲି ବାବୁଜିଆ କଲାଇ ।
ସେଟାର୍ ପାଇ ସିସ୍ମନ୍ ନିଜର୍ ନିଜର୍ ବିତ୍ରେ କୁଆବଲା ଅଇଲାଇ, “ତାର୍ପାଇ କେ କାଦି ଆନିଦେଲାଇ ଆଚତ୍ କି ?”
ଜିସୁ ସେମନ୍କେ କଇଲା, “ମକେ ପାଟାଇରଇବା ପର୍ମେସର୍ ମନ୍କଲାଟା ମାନିକରି ଆରି ସେ ଦେଇରଇବା କାମ୍ ପୁରାପୁରୁନ୍ କର୍ବାଟାସେ ମର୍ କାଦି ।
ମିଲାଇବାଟାନେଅନି ଦାନ୍ଦେବାଟା ଅଦିକ୍ ସାର୍ଦାର୍ ବିସଇ ଅଇରଇସି । ନିଜେ ଜିସୁ ମାପ୍ରୁ ଏ ବାକିଅ ସୁମର୍ନା କରିରଇଲା । ଏନ୍ତାରି କସ୍ଟ କାମେଅନି ନାପାର୍ଲା ଲକ୍ମନ୍କେ ସାଇଜ କର୍ବାର୍ ଆଚେ । ଏ ବିସଇ ମୁଇ ତମ୍କେ ସବୁବେଲେ କରିଦେକାଇଆଚି ।”
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇ ସୁନା । ଜେ ଜିତ୍ସି, ସେମନ୍କେ ଲୁଚାଇକରି ସଙ୍ଗଇରଇବା ମାନା ଦେବି । ନୁଆ ନାଉଁ ଲେକିରଇବା ଗଟେକ୍ ଦବ୍ ପାକ୍ନା ମିସା ସେମନ୍କେ ଦେବି ।