ଜଅନ୍ 4:38 - ସତିଅର୍ ବାଟ୍ ନୁଆ ନିୟମ୍ 202038 ତମେ ଜନ୍ତି ବୁନି ନ ରଇଲାସ୍ ତେଇ କାଟ୍ବାକେ ପାଟାଇଆଚି । ବିନ୍ ଲକ୍ମନ୍ କାମ୍କଲାଇ ଆରି ତମେ ସେମନ୍ କଲା କାମେଅନି ଲାବ୍ ପାଇଲାସ୍ନି ।” အခန်းကိုကြည့်ပါ။ |
ତେବର୍ପାଇ ବିନ୍ ଲକର୍ କାମ୍ କଲାଟା ନେଇକରି ଆମେ ନିଜେ ଡାକ୍ପୁଟା ଅଉନାଇ । ସେ କାମ୍ କର୍ବାକେ ପର୍ମେସର୍ ଆମ୍କେ ଦେଏ ନାଇ । ମାତର୍ ତମର୍ ବିସ୍ବାସ୍ ଡାଟ୍ ଅ ବଲି ଆମେ ମନ୍ କଲୁନି । ଜେନ୍ତିକି ତମର୍ ଜାଗାଇ ଆମେ କର୍ବା କାମ୍ ଅଦିକ୍ ଅଦିକ୍ ଅଇସି । କାଇକେବଇଲେ ପର୍ମେସର୍ ଆମ୍କେ ଦେଇରଇବା କାମେଅନି ଅଦିକ୍ କର୍ବାକେ ଆମେ ମନ୍ କରୁନାଇ ।