41 ଜିସୁର୍ କାତା ସୁନି ତାକେ ବେସି ଲକ୍ମନ୍ ବିସ୍ବାସ୍ କଲାଇ ।
ଲକ୍ମନ୍ ତାର୍ ସିକାଇବାଟା ଦେକି କାବାଅଇଗାଲାଇ, କାଇକେବଇଲେ ତାର୍ ବାକିଅ ଅଦିକାର୍ ସଙ୍ଗ୍ ରଇଲା ।
ଆରି ସମିରଣିୟ ଲକ୍ମନ୍ ଜିସୁର୍ ଲଗେ ଆସି ତାର୍ ସଙ୍ଗ୍ କେତେ ଦିନ୍ ରଇବାକେ ଗୁଆରି କଲାଇ, ସେଟାର୍ପାଇ ସେ ତେଇ ଦୁଇ ଦିନ୍ ରଇଲା ।
ଲକ୍ମନ୍ ସେ ମାଇଜିକେ କଇଲାଇ, “ତୁଇ କଇଲାକେ ଆମେ ବିସ୍ବାସ୍ କରୁନାଇ, ଆମେ ନିଜେ ତାର୍ କାତା ସୁନି କରି ଏ ଆକା ଦୁନିଆର୍ ରକିଆକରୁ ବଲି ବିସ୍ବାସ୍ କଲୁ ।”
ପର୍ମେସରର୍ ଆତ୍ମାସେ ଜିବନ୍ ଦେଇପାରେ । ମୁନୁସର୍ ବପୁ କାଇଟା କରିନାପାରେ । ପର୍ମେସରର୍ ଜିବନ୍ ଦେବା ଆତ୍ମା ତମେ ଜେନ୍ତାରିକି ଜାନି ପାର୍ସା ? ସେଟାର୍ପାଇ ମୁଇ ଏ କାତା କଇଲିଆଚି ।
ଜାଗୁଆଲ୍ମନ୍ କଇଲାଇ, “ଏ ଲକ୍ କଇଲା ପାରା କାତା ଆଜିକେଜାକ କେ ମିସା କଅତ୍ ନାଇ ।”
ମାତର୍ ସୁକଲ୍ ଆତ୍ମା ତମର୍ ଉପ୍ରେ ଉତର୍ଲେ, ତମେ ପୁରାପୁରୁନ୍ ବପୁ ଅଇସା ଆରି ଜିରୁସାଲମ୍, ଜିଉଦାର୍ ସବୁଟାନେ, ସମିରଣ୍ ଆରି ଜଗତର୍ ସାରାସାରି ଜାକ ମର୍ ନାଉଁ ଦାରି ସାକି ଅଇସା ।”
ଆନ୍ଟିଅକର୍ ମଣ୍ଡଲି ସେମନ୍ ଜିବାଟା ସୁବିଦା କରିଦେଇ ପାଟାଇଲାଇ । ସେମନ୍ ପିନିସିଆ ଆରି ସମିରଣ୍ ବାଟ୍ ଦେଇ ଜିବାବେଲେ, ଜିଉଦି ନଇଲା ଲକ୍ମନ୍ କେନ୍ତି ମନ୍ ବାଦ୍ଲାଇକରି ପରମେସର୍କେ ନାମ୍ଲାଇ, ସେ ବିସଇ ଜାନାଇଲାଇ । ଏ କାତା ସୁନି ବିସ୍ବାସି ବାଇମନ୍ ବେସି ସାର୍ଦା ଅଇଲାଇ ।
ମାତର୍ ପିଲିପର୍ ଟାନେଅନି ପର୍ମେସରର୍ ରାଇଜ ଆରି ଜିସୁର୍ ବିସଇ ସୁନ୍ଲାଇ । ସୁନିକରି ତେଇର୍ ଲକ୍ମନ୍ ମାପ୍ରୁକେ ବିସ୍ବାସ୍ କଲାଇ । ଆରି ସେ ଜାଗାର୍ ବିସ୍ବାସ୍ କଲା ମନସ୍ ପିଲା ଆରି ମାଇଜିଟକିକେ ପିଲିପ୍ ଡୁବନ୍ ଦେଲା ।
ନିଜର୍ ଜିବନେ ଅଇରଇବା ବିସଇର୍ ସାକି ଆରି ମାପ୍ରୁର୍ ସୁବ୍ କବର୍ କଇସାରାଇଲା ପଚେ ପିତର୍ ଆରି ଜଅନ୍ ଜିରୁସାଲାମେ ବାଅଡ୍ଲାଇ । ବାଅଡ୍ବା ବାଟେ ସେମନ୍ ସମିରଣର୍ ବେସି ଗାଉଁମନ୍କେ ସୁବ୍କବର୍ ଜାନାଇଲାଇ ।
ପର୍ମେସର୍ଟାନେ କାଇ ବିସଇ ମିସା ଲୁଚିକରି ନ ରଏ । ତାର୍ ଆଁକିଟାନେ ସବୁ ବିସଇ ଉଗାଡି ଅଇରଇଲାପାରା ଆଚେ । କାଇକେବଇଲେ ସେ ସବୁ ବିସଇ, ଗଟେକ୍ ନ ଚାଡିକରି, ସବୁ ଜାନେ । ଆରି ତାର୍ ଲଗେ ଆମେ ଆମର୍ ନିଜର୍ ବିସଇର୍ ଇସାବ୍ ଦେବାର୍ ଆଚେ ।