42 ଲକ୍ମନ୍ ସେ ମାଇଜିକେ କଇଲାଇ, “ତୁଇ କଇଲାକେ ଆମେ ବିସ୍ବାସ୍ କରୁନାଇ, ଆମେ ନିଜେ ତାର୍ କାତା ସୁନି କରି ଏ ଆକା ଦୁନିଆର୍ ରକିଆକରୁ ବଲି ବିସ୍ବାସ୍ କଲୁ ।”
ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
ଆରି ବିଜାତି ଲକ୍ମନର୍ପାଇ ବଲି ଜାନାଇଅଇଲା ସତର୍ ଉଜଲ୍ ଆରି ତମର୍ ଲକ୍ମନ୍ ଇସ୍ରାଏଲର୍ ମଇମା କରି ଆଚାସ୍ ।”
ତାର୍ ଆର୍କର୍ ଦିନେ ଜିସୁ ତାର୍ ଲଗେ ଆଇବାଟା ଦେକିକରି ଜଅନ୍ କଇଲା, “ଏଦେ ଦେକା ! ପର୍ମେସରର୍ ମେଣ୍ଡାପିଲା ଜେ କି, ଏ ଦୁନିଆର୍ ସବୁ ଲକ୍ମନର୍ ପାପର୍ ଡଣ୍ଡ୍ ବଇକରି ନେଇସି ।
ଜିସୁ ବେତ୍ନିଆଇ କେଟିକରି ସୁନ୍ଲା ଜେ ଲାଜାର୍କେ ସମାଦି ଦେଇ ଚାର୍ଦିନ୍ ଅଇରଇଲା ।
ତମେ ମକେ ଦେଇରଇବା କବର୍ ମୁଇ ସେମନ୍କେ ସୁନାଇଆଚି, ସେମନ୍ ସେଟା ମାନି ଆଚତ୍ । ମୁଇ ତମର୍ଟାନେଅନି ଆସିଆଚି ଆରି ତମେ ମକେ ପାଟାଇଆଚାସ୍, ସେମନ୍ ଏ କାତା ସତ୍ ବଲି ଜାନିକରି ବିସ୍ବାସ୍ କଲାଇ ଆଚତ୍ ।”
“ଆସା ଗଟେକ୍ ଲକ୍କେ ଦେକ୍ସା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା । ସେ ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇଲେ ଅଇରଇସି କାଇକି ।”
ଜିସୁର୍ କାତା ସୁନି ତାକେ ବେସି ଲକ୍ମନ୍ ବିସ୍ବାସ୍ କଲାଇ ।
ଏ ଦାଉଦର୍ କୁଟୁମର୍ ଲକର୍ଟାନେଅନି ପର୍ମେସର୍ ସେ କାତା ଦେଲା ଇସାବେ ଜିସୁକେ ଇସ୍ରାଏଲ୍ ଜାତିର୍ ମୁକ୍ତିକାରିଆ କଲାଆଚେ ।
ସେ ଆକା ଆମ୍କେ ମୁକ୍ତି ଦେଇସି । ଗୁଲାଇ ଜଗତର୍ପାଇ ପର୍ମେସର୍ ତାକେସେ ଦେଲା ଆଚେ । ଜେ କି ଆମ୍କେ ରକିଆ କର୍ସି ।
ଇସ୍ରାଏଲର୍ ଲକ୍ମନ୍ ତାକର୍ ପାପେଅନି ବାଅଡତ୍ ଆରି ପାପ୍ କେମା ଅଅତ୍ ବଲି ପର୍ମେସର୍ ତାକେ ତାର୍ ଉଜା ବାଟେ ବସାଇଆଚେ । ଜେନ୍ତିକି ସେ ଆମର୍ ସାସନ୍କାରିଆ ଆରି ରକିଆକର୍ବା ଲକ୍ ଅଇସି ।
ତେବେ ଆମେ ଏ ବିସଇ ଜାନାଇଦେଲୁନି, ଜେ କିରିସ୍ଟର୍ ଲାଗି ପର୍ମେସର୍ ସବୁ ମୁନୁସ୍ ଜାତିକେ ତାର୍ ନିଜର୍ ମଇତର୍ କରିପାର୍ସି । ଆରି ସେ ତାକର୍ ସବୁ ପାପ୍ କେମା କରିଦେଇସି । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ ।
ଆମେ ପର୍ମେସର୍କେ ବିସ୍ବାସ୍ କଲାର୍ପାଇ କସ୍ଟ ଅଇ କାମ୍ କରି ଏଟା ଆସା କଲୁନି । ସେ ସତଇସେ ବଁଚିଆଚେ । ସେ ଗୁଲାଇ ମନସ୍ ଜାତିର୍ ଉଦାର୍କାରିଆ, ଜେତ୍କି ସବୁ ତାକେ ବିସ୍ବାସ୍ କଲାଇନି, ତାକର୍ପାଇ ଅଦିକ୍ ।
ଆମର୍ ବୁଲ୍ କାମର୍ପାଇ ଆମର୍ ବାଦୁଲେ ପର୍ମେସର୍ ଜିସୁକେ ଡଣ୍ଡ୍ ଦେଲା । ତାର୍ଲାଗି ଅବ୍କା ଆମର୍ ପାପ୍ସେ ନଏଁ ମାତର୍ ଗୁଲାଇଟାନେ ରଇବା ସବୁଲକର୍ ପାପ୍ ସେ କେମା କର୍ସି ।
ଆରି ଆମେ ଦେକିଆଚୁ ପାପର୍ ଡଣ୍ଡେଅନି ଲକ୍ମନ୍କେ ରକିଆ କର୍ବାକେ ବାବା ପର୍ମେସର୍ ତାର୍ ପଅକେ ଏ ଜଗତେ ପାଟାଇଲା । ଏଟା ସତ୍ କାତା ବଲି ବିନ୍ ଲକ୍ମନ୍କେ କଇଲୁନି ।
ଆମେ ଏଟା ମିସା ଜାନିଆଚୁ ଜେ, ତାର୍ ପଅ ଏ ଜଗତେ ଆଇଲା ଆରି ଆମ୍କେ ସତ୍ ପର୍ମେସର୍କେ ଜାନାଇଲା । ଏ ସତ୍ ପର୍ମେସରର୍ ସଙ୍ଗ୍ ଆମେ ମିସିକରିଆଚୁ । କାଇକେବଇଲେ ତାର୍ ପଅ ଜିସୁକିରିସ୍ଟର୍ ସଙ୍ଗ୍ ଆମେ ମିସିଆଚୁ । ସେ ସେ ସତ୍ ପର୍ମେସର୍ ଆରି ସେ ସେ ଲକ୍ମନ୍କେ ନ ସାର୍ବା ଜିବନ୍ ଦେଇସି ।