49 ସେ ଲକ୍ ତାକେ କଇଲା, “ଏ ଗୁରୁ, ମର୍ ପିଲା ନ ମର୍ବା ଆଗ୍ତୁ ତମେ ମର୍ ସଙ୍ଗ୍ ଆସା ।”
ଆରି ବେସି ବାବୁଜିଆ କରି କଇଲା, “ମର୍ ଟକି ମର୍ବା ଉପ୍ରେ ଆଚେ, ସେ ଜେନ୍ତି ନିକ ଅଇ ବଁଚ୍ସି, ତେବର୍ ପାଇ ତମେ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଦିଆସ୍ ।”
ଜିସୁ ତାକେ କଇଲା, “ତମେ କାବା ଅଇଜିବାଟା ଆରି କେବେ ନ ଅଇଲା ପାରା କାମର୍ ଚିନ୍ମନ୍ ନ ଦେକ୍ଲେ କେବେ ମିସା ମକେ ବିସ୍ବାସ୍ ନ କରାସ୍ ।”
ଜିସୁ ତାକେ କଇଲା, “ଏବେ ତୁଇ ତର୍ ଗରେ ଜା, ତର୍ ପିଲା ଜିବନ୍ ଅଇଗାଲାବେ ।” ସେ ଲକ୍ ଜିସୁ କଇରଇବା କାତା ବିସ୍ବାସ୍ କରି ବାଉଡିଗାଲା ।