51 ସେ ଗରେ ଗାଲାବେଲେ ତାର୍ କେତେଟା ଗତି ଦାଙ୍ଗ୍ଡାମନ୍ ତାକେ ବେଟ୍ପାଇକରି, “ତର୍ ପିଲା ନିମାନ୍ ଅଇଲାବେ” ବଲି କଇଲାଇ ।
ଜିସୁ ତାକେ କଇଲା, “ଏବେ ତୁଇ ତର୍ ଗରେ ଜା, ତର୍ ପିଲା ଜିବନ୍ ଅଇଗାଲାବେ ।” ସେ ଲକ୍ ଜିସୁ କଇରଇବା କାତା ବିସ୍ବାସ୍ କରି ବାଉଡିଗାଲା ।
ସେ ଲକ୍ ତାର୍ ଗତିଦାଙ୍ଗ୍ଡାମନ୍କେ ପାଚାର୍ଲା, “ପିଲା କେଡେବେଲେ ନିମାନ୍ ଅଇଲା ?” ଗତିଦାଙ୍ଗ୍ଡାମନ୍, “କାଲି ଗଁଟେ ବେଲେ ନିମାନ୍ ଅଇଲା” ବଲି କଇଲାଇ ।
ଜିସୁ ଟିକ୍ ସେବେଲାସେ ତର୍ ପିଲା ନିମାନ୍ ଅଇଲାବେ ବଲି କଇରଇଲାଟା ସେ ମୁକିଅ ଲକ୍ ମନେପାକାଇଲା । ସେଟାର୍ପାଇ ସେ ଲକ୍ ଆରି ତାର୍ ଗରର୍ ସବୁ ଲକ୍ ଜିସୁକେ ବିସ୍ବାସ୍ କଲାଇ ।