54 ଜିସୁ ଜିଉଦାଇ ଅନି ଗାଲିଲି ଦେସେ ଆଇଲା ପଚେ ଏଟାସଙ୍ଗ୍ ଦୁଇପାଲି କାବାଅଇଜିବା କାମ୍ କରି ରଇଲାଟା ।
ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ,
ସେଟାର୍ପାଇ ସେ ଜେଡେବେଲା ଗାଲିଲି ଦେସେ କେଟ୍ଲା, ସେବେଲା ଲକ୍ମନ୍ ଆଲାଦ୍ ସଙ୍ଗ୍ ଡାକିନେଲାଇ । କାଇକେବଇଲେ ଆଗେ ଜିରୁସାଲାମେ ନିସ୍ତାର୍ ପରବ୍ଟାନେ ସେମନ୍ ସେ କରିରଇବା କାମ୍ ସବୁ ଦେକିରଇଲାଇ ।
ଜିସୁ ଜିଉଦାଇ ଅନି ଗାଲିଲି ଆଇଲା ଆଚେ ବଲି ସୁନିକରି ଜର୍ ଅଇଲା ପିଲାର୍ ବାବା ତାର୍ ଲଗେ ଗାଲା । ମର୍ବା ସମାନ୍ ଅଇରଇବା ପିଲାକେ ନିମାନ୍ କର୍ବାକେ କପର୍ନାଉମେ ଜୁ ବଲି ଜିସୁକେ ଜୁଆର୍ ବିଆର୍ କଲା ।