7 ଗଟେକ୍ ସମିରଣିୟ ମାଇଜି କୁଇସାଲେ ପାନି ନେବାକେ ଆଇଲା । ଆରି ଜିସୁ ସେ ମାଇଜିକେ କଇଲା, “ଏ ମା ମକେ ଗୁଡିକ୍ ପାନି କାଇବାକେ ଦେ ।”
ଆରି ଜନ୍ ଲକ୍ ମର୍ ପଚେ ପଚେ ଆଇବା ମୁକିଅ ନଇଲା ଗଟେକ୍ ସାନ୍ ସିସ୍କେ, ଗିଲ୍ସେକ୍ ପାନି ଦେଇସି, ସେ ମର୍ ସିସ୍ । ସେ ପୁରୁସ୍କାର୍ ପାଇସି ଆକା ।”
ଏତ୍କି ବିତ୍ରେ ଜିସୁ ସବୁ ବିସଇ ପୁରାପୁରୁନ୍ ଅଇଲାଟା ଜାନିପାର୍ଲା, ମାତର୍ ସାସ୍ତରର୍ ବବିସତ୍ କାତା ପୁରା କର୍ବାପାଇ ସେ କଇଲା “ମକେ ସସ୍ କଲାନି ।”
ଜିସୁ ତାକେ କଇଲା, “ପର୍ମେସର୍ ଦେବା ଦାନର୍ ବିସଇ, ତୁଇ ଅଲପ୍ ଆଲେ ଜାନି ରଇଲେ ଆରି ମୁଇ କେ ବଲି ଜାନ୍ତୁସ୍ ବଇଲେ ମକେ ମାଙ୍ଗ୍ତୁସ୍ । ଆରି ମୁଇ ତକେ ଜିବନ୍ ଦେବା ପାନି ଦେଇତି ।”
ସେ ଜାଗାଇ ଜାକୁବର୍ ଗଟେକ୍ କୁଇସାଲ୍ ରଇଲା । ଜିସୁ ଇଣ୍ଡି ଇଣ୍ଡି ତାକି ଜାଇକରି କୁଇସାଲ୍ ଲଗେ ବସି ରଇଲା । ସେବେଲା ଟିଆମୁଇଦାନ୍ ଅଇରଇଲା ।
ସେଡ୍କିବେଲେ ତାର୍ ସିସ୍ମନ୍ କାଦି ଗେନ୍ବାକେ ଗଡ୍ ବିତ୍ରେ ଜାଇରଇଲାଇ ଆରି ଜିସୁ ଗଟେକ୍ ଲକ୍ ସେ ରଇଲା ।