8 ସେଡ୍କିବେଲେ ତାର୍ ସିସ୍ମନ୍ କାଦି ଗେନ୍ବାକେ ଗଡ୍ ବିତ୍ରେ ଜାଇରଇଲାଇ ଆରି ଜିସୁ ଗଟେକ୍ ଲକ୍ ସେ ରଇଲା ।
ମାତର୍ ଜିସୁ ସେମନ୍କେ କଇଲା, “ତମେ ସେମନ୍କେ କାଇବାକେ ଦିଆସ୍ ।” ସେମନ୍ କଇଲାଇ, “ଆମର୍ଲଗେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଚାଡି ଅଦିକ୍ ନାଇ । ସେନ୍ତାର୍ଆଲେ ଆମେ ଜାଇକରି ଏ ସବୁଲକର୍ପାଇ କନ୍ତିଅନି କାଦି ଗେନ୍ବୁ ?”
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ସେବେଲା ଜିସୁର୍ ସିସ୍ମନ୍ ଗଡେଅନି ବାଉଡି ଆଇଲାଇ । ଜିସୁ ଗଟେକ୍ ମାଇଜିସଙ୍ଗ୍ କାତା ଅଇବାଟା ଦେକି କାବାଅଇଗାଲାଇ । ମାତର୍ ତାକେ କେ ମିସା ତୁଇ କାଇକେ ତାର୍ ସଙ୍ଗ୍ କାତା ଅଇଲୁସ୍ନି, କି କାଇ ବିସଇ ତମେ କାତା ଅଇତେ ରଇଲାସ୍ ? ବଲି ପାଚାର୍ବାକେ ସାଆସ୍ କରତ୍ନାଇ ।
ସେ ସଅରର୍ କେତେକ୍ କେତେକ୍ ସମିରଣିୟମନ୍ ଜିସୁକେ ବିସ୍ବାସ୍ କଲାଇ । କାଇକେବଇଲେ, ସେ ମାଇଜି ସେମନ୍କେ କଇରଇଲା । ଆଗେ ମୁଇ ଜାଇଜାଇଟା କରିରଇଲି, ସେ ସବୁ କାତା ସେ ମକେ କଇଦେଲା ।
ଆରି ଜାକୁବ୍ ତାର୍ ନିଜର୍ ପିଲା ଜସେପ୍କେ ଜନ୍ ଜାଗା ଦାନ୍ ଦେଇରଇଲା, ସେ ଲଗେ ସମିରଣ୍ ଗଡର୍ ଗଟେକ୍ ସୁକାର୍ ନାଉଁର୍ ଜାଗାଇ ଜିସୁ ଆସି କେଟ୍ଲା ।
ଗଟେକ୍ ସମିରଣିୟ ମାଇଜି କୁଇସାଲେ ପାନି ନେବାକେ ଆଇଲା । ଆରି ଜିସୁ ସେ ମାଇଜିକେ କଇଲା, “ଏ ମା ମକେ ଗୁଡିକ୍ ପାନି କାଇବାକେ ଦେ ।”