12 ସେମନ୍ ତାକେ ପାଚାର୍ଲାଇ, “ଜେ ତକେ ଟାଟି ଦାରି ଜା ବଲି କଇଲା, ସେ ଲକ୍ କେ ?”
ଜିସୁ ମନ୍ଦିରେ ବାଉଡି ଆସି ତେଇ ସିକିଆ ଦେଇତେ ରଇଲା ବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ତାକେ ପାଚାର୍ଲାଇ, “କାଇ ଅଦିକାରେ ତୁଇ ଏ ସବୁ କାମ୍ କଲୁସ୍ନି ? ତକେ ଏ ଅଦିକାର୍ କେ ଦେଲା ?”
ମାତର୍ ସେ ଲକ୍ ସେମନ୍କେ କଇଲା, “ଜେ ମକେ ନିମାନ୍ କଲା ସେ ମକେ ତମର୍ ଟାଟିଦାରିକରି ଜା ବଲି କଇଲାଆଚେ ।”
ମାତର୍ ସେ ନିମାନ୍ ଅଇଲା ଲକ୍ ଜିସୁ କେ ବଲି ଚିନି ନରଇଲା, କାଇକେ ବଇଲେ ସେ ଜାଗାଇ ବେସି ଲକ୍ମନ୍ ରଇଲାଇଜେ, ଜିସୁ ତେଇଅନି ବିନେ ପିସ୍ଲି ଉଟିଜାଇରଇଲା ।
ସେମନ୍ ପରମେସର୍କେ ପୁରାପୁରୁନ୍ ବିସ୍ବାସ୍ କଲାଇନି । ମାତର୍ ତାକେ କେନ୍ତାରି ସାର୍ଦା କରାଇବାର୍ ଆଚେ, ସେଟା ନାଜାନତ୍ ।