13 ମାତର୍ ସେ ନିମାନ୍ ଅଇଲା ଲକ୍ ଜିସୁ କେ ବଲି ଚିନି ନରଇଲା, କାଇକେ ବଇଲେ ସେ ଜାଗାଇ ବେସି ଲକ୍ମନ୍ ରଇଲାଇଜେ, ଜିସୁ ତେଇଅନି ବିନେ ପିସ୍ଲି ଉଟିଜାଇରଇଲା ।
ସେ ବେଲାଇ ସେମନର୍ ଡାବିଅଇ ଜାଇରଇଲା ଆଁକି ପିଟିଗାଲାଜେ ତାକେ ଚିନି ପାର୍ଲାଇ । ମାତର୍ ସେ ଦାପ୍ରେ ଜିସୁ ସେମନର୍ତେଇଅନି ମାୟା ଅଇଗାଲା ।
ମାତର୍ ଜିସୁ ସେମନର୍ ବିତ୍ରେ ପୁରି ଉଟିଗାଲା ।
ଜିସୁ ତାକେ କଇଲା, “ପିଲିପ୍ ଏତ୍କି ଦିନ୍ ମୁଇ ତମର୍ ସଙ୍ଗ୍ ରଇଲି, ତୁଇ ମକେ ଚିନି ନାପାର୍ଲୁସ୍ କି ?” ଜେ ମକେ ଦେକ୍ଲା ଆଚେ ସେ ମର୍ ବାବା ପର୍ମେସର୍କେ ଦେକ୍ଲା ଆଚେ । କେନ୍ତି ଆମ୍କେ ତର୍ ବାବାକେ ଦେକାଇ ଦେ ବଲି କଇଲୁସ୍ନି ?
ସେମନ୍ ତାକେ ପାଚାର୍ଲାଇ, “ଜେ ତକେ ଟାଟି ଦାରି ଜା ବଲି କଇଲା, ସେ ଲକ୍ କେ ?”
ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
ଜିସୁ ଏ କାତା କଇବାବେଲେ ସେମନ୍ ତାକେ ମାର୍ବାକେ ପାକ୍ନା ବେଟ୍ଲାଇ, ମାତର୍ ଜିସୁ, ମନ୍ଦିରେ ଅନି ବାରଇ ଲକ୍ମନର୍ ବିତ୍ରେ ପୁରି ଉଟିଗାଲା ।