ଜଅନ୍ 5:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।” အခန်းကိုကြည့်ပါ။ |
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।