16 ଏ ନିମାନ୍ କାମ୍ କଲାଟା, ବିସ୍ରାମ୍ ବାରେ ଅଇରଇଲା ଜେ, ଜିଉଦି ନେତାମନ୍ ଜିସୁକେ ଦୁକ୍କସ୍ଟ ଦେବାର୍ ବସ୍ଲାଇ ।
ଏତ୍କି କଇକରି ସେ ଆତ୍ ସୁକିଜାଇରଇଲା ଲକ୍କେ କଇଲା, “ଆତ୍ ସଲକ୍ କର୍ ।” ସେ ଲକ୍ ଆତ୍ ସଲକ୍ କଲା ଦାପ୍ରେ, ସେ ଆତ୍ ନିକ ଲକର୍ ଆତ୍ ପାରା ଅଇଗାଲା ।
ତେଇଅନି ପାରୁସିମନ୍ ସେ ଜାଗାଇଅନି ଦାପ୍ରେ ବାରଇ ଜାଇ ଜିସୁକେ ମରାଉ ବଲି ତାର୍ ବିରୁଦେ ଏରଦ୍ ରାଜାର୍ ଲକ୍ମନର୍ସଙ୍ଗ୍ ଉପାଇ ପାଁଚ୍ବାର୍ ଦାର୍ଲାଇ ।
ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
ଜିରୁସାଲମର୍ ଜିଉଦି ନେତାମନ୍, କେତେଟା ଦରମ୍ ଗୁରୁମନ୍କେ ଆରି ଲେବି ଦଲର୍ ଲକ୍ମନ୍କେ ଡୁବନ୍ ଦେଉ ଜଅନର୍ ଲଗେ “ତମେ କେ ?” ବଲି ପାଚାର୍ବାକେ ପାଟାଇଲାଇ ।
ସେମନ୍ ଆରିତରେକ୍ ଜିସୁକେ ଦାର୍ବାକେ ଚେସ୍ଟା କଲାଇ, ମାତର୍ ଜିସୁ ସେମନ୍କେ ଦାରାଇ ନ ଅଇକରି କସ୍ରି ଉଟିଗାଲା ।
ମୁଇ ଜନ୍ଟା କଇରଇଲି ଏତାଇଦେକା, ଗତିଦାଙ୍ଗ୍ଡା ତାର୍ ସାଉକାର୍ତେଇଅନି ବଡ୍ ନଏଁ ବଲି ମୁଇ ତମ୍କେ କଇରଇଲି । ସେମନ୍ ମକେ ସାଦି ଆଚତ୍ ଆରି ତମ୍କେ ମିସା ସାଦ୍ବାଇ । ଜଦି ସେମନ୍ ମର୍ ସିକିଆ ମାନିଆଚତ୍ ବଇଲେ ତମର୍ କାତା ମିସା ମାନ୍ବାଇ ।
ସେଟାର୍ପାଇ ଜିଉଦି ନେତାମନ୍, ନିମାନ୍ ଅଇଲା ରଗିକେ କଇବାର୍ ଦାର୍ଲାଇ, “ଆଜି ବିସ୍ରାମ୍ ଦିନେ, ତୁଇ ଟାଟି ଦାରି ଜିବାଟା ଆମର୍ ନିୟମ୍ ନାଇ ।”
ମାତର୍ ସେ ନିମାନ୍ ଅଇଲା ଲକ୍ ଜିସୁ କେ ବଲି ଚିନି ନରଇଲା, କାଇକେ ବଇଲେ ସେ ଜାଗାଇ ବେସି ଲକ୍ମନ୍ ରଇଲାଇଜେ, ଜିସୁ ତେଇଅନି ବିନେ ପିସ୍ଲି ଉଟିଜାଇରଇଲା ।
ତାର୍ ପଚେ ସେ ନିକ ଅଇଲା ଲକ୍ ଜିଉଦି ନେତାମନର୍ ଲଗେ ଜାଇକରି, “ଜେ ତାକେ ନିକ କରିରଇଲା, ସେ ଜିସୁ” ବଲି କଇଲା ।
ମାତର୍ ଜିସୁ ସେମନ୍କେ କଇଲା, “ମର୍ବାବା ପର୍ମେସର୍ ସବୁବେଲା କାମ୍କଲାନି, ମୁଇ ମିସା ସେନ୍ତି କାମ୍ କଲିନି ।”
ଜିସୁ ଏନ୍ତି କଇରଇଲାଜେ ଜିଉଦି ନେତାମନ୍ ତାକେ ମରାଇବାକେ ଅଦିକ୍ ଚେସ୍ଟା କଲାଇ । କାଇକେ ବଇଲେ ଜିସୁ ବିସ୍ରାମ୍ ବାରର୍ ନିୟମ୍ ମାନେ ନାଇ ବଲି ନାଇ, ମାତର୍ ସେ ପର୍ମେସର୍କେ ମର୍ ବାବା ବଲି କଇ, ନିଜ୍କେ ପର୍ମେସର୍ ସଙ୍ଗ୍ ସମାନ୍ କରି ରଇଲା ।
ଜିସୁ ସେମନ୍କେ କଇଲା, “ମୁଇ ଗଟେକ୍ ଚକିତ୍ ଅଇଜିବା କାମ୍ କଲି, ସେଟା ଦେକି ତମେ କାବା ଅଇଗାଲାସ୍ ।
ଜିରୁସାଲାମର୍ କେତେକ୍ ଲକ୍ କଇଲାଇ, “ସେ ଜିଉଦି ନେତାମନ୍ ଜନ୍ ଲକ୍କେ ମରାଇବାକେ ଚେସ୍ଟା କଲାଇନି, ଏ କାଇ ସେ ଲକ୍ ନଏଁଁ କି ?