ଜଅନ୍ 5:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ପର୍ମେସରର୍ ପିଲା ମୁଇ ନିଜେ କାଇଟା ମିସା କରିନାପାରି । ମର୍ ବାବା ଜନ୍ ଜନ୍ଟା ସବୁ କର୍ବାଟା ମୁଇ ଦେକ୍ଲିନି ସେଟାସେ ମୁଇ କରିପାରି । କାଇକେ ବଇଲେ ବାବା ଜନ୍ ଜନ୍ଟା ସବୁ କଲାନି ତାର୍ପିଲା ମୁଇ ମିସା ସେଟା ସବୁ ସେନ୍ତିସେ କଲିନି । အခန်းကိုကြည့်ပါ။ |