2 ଜିରୁସାଲାମର୍ ମେଣ୍ଡା ଦୁଆର୍ ଲଗେ ଗଟେକ୍ ବନ୍ଦ୍ ରଇଲା । ସେଟାକେ ଏବ୍ରି ବାସାଇ ବେତେସ୍ଦା ବଲି କଇବାଇ । ତେଇ ପାଁଚ୍ଟା ମଣ୍ଡପ୍ ରଇଲା ।
ପିଲାତ୍ ଜିଉଦି ନେତାମନର୍ଟାନେଅନି ଏ କାତା ସୁନିକରି ଜିସୁକେ ବାର୍କରାଇ ଆନି ପାକ୍ନାଇ ତିଆର୍ ଅଇରଇଲା ବିଚାର୍ କର୍ବା ମଣ୍ଡପେ ବସ୍ଲା । ଜନ୍ଟାକି ଇବ୍ରୁ ବାସାଇ ଗବ୍ବତା ବଲି କଇବାଇ ।
ଜିସୁ ତାର୍ ନିଜର୍ କୁର୍ସ ବଇକରି ନଅରର୍ ବାଇରେ ରଇବା କାପାଲ୍ ନାଉଁର୍ ଜାଗାଇ ଗାଲା । ଏବ୍ରି ବାସାଇ ସେ ଜାଗାକେ ଗଲ୍ଗାତା ବଲି କଇବାଇ ।
ଜିସୁକେ ଜନ୍ ଜାଗାଇ କୁର୍ସେ ଚଗାଇ ରଇଲାଇ, ସେଟା ଗଡେ ଅନି ବେସି ଦୁର୍ ନ ରଇଲା । ସେ ବର୍ଡେ ଏବ୍ରି ବାସାଇ, ଲାଟିନ୍ ବାସାଇ ଆରି ଗିରିକ୍ ବାସାଇ ଲେକାଅଇରଇଲା । ବେସି ଲକ୍ମନ୍ ତେଇ ଲେକ୍ଲାଟା ପଡ୍ଲାଇ ।
ଜିସୁ ତାକେ “ମରିୟମ୍ !” ବଲି ଡାକ୍ଲା । ମରିୟମ୍ ତାର୍ ବାଟେ ପାସ୍ଲି କରି “ରାବ୍ବୁନି !” ବଲି ଏବ୍ରି ବାସାଇ କଇଲା । ଏଟାର୍ ଅରତ୍ ଅଇଲାନି ଗୁରୁ ।
ସେ ମଣ୍ଡପ୍ ମନର୍ଟାନେ କେତେକ୍ କେତେକ୍ ଜର୍ଦୁକା ଅଇଲା ଲକ୍ମନ୍ ରଇତେ ରଇଲାଇ । ରଗିମନର୍ ବିତ୍ରେଅନି କାଣା, ଚଟା, ଆରି କେତେକ୍ ଅଦୁଆ ରଗିମନ୍ ରଇଲାଇ ।
ଜିସୁ ସେମନ୍କେ କଇଲା, “ମୁଇ ଗଟେକ୍ ଚକିତ୍ ଅଇଜିବା କାମ୍ କଲି, ସେଟା ଦେକି ତମେ କାବା ଅଇଗାଲାସ୍ ।
ସେନାପତି ତାକେ ଆଦେସ୍ ଦେଲାକେ ପାଉଲ୍ ପାଉଚ୍ ଉପ୍ରେ ଟିଆଅଇ, ଲକ୍ମନ୍କେ ଚିମ୍ରା ଅଇବାକେ ଆତ୍ ସାଗିଆ କଲା । ସେମନ୍ ଚିମ୍ରା ଅଇଲାଇକେ, ପାଉଲ୍ ଇବ୍ରୁ ବାସାଇ କଇଲା ।
ତାର୍ପଚେ ଆତ୍ମାମନ୍ ସବୁ ରାଜାମନ୍କେ ଗଟେକ୍ ଜାଗାଇ ଟୁଲିଆଇ ଆନ୍ଲାଇ । ଏବ୍ରି ବାସାଇ ସେ ଜାଗାର୍ ନାଉଁ ଅଇଲାନି ଅମିଗର୍ଦନ୍ ।
ତାକର୍ ଉପ୍ରେ ଗଟେକ୍ ରାଜା ସାସନ୍ କର୍ତେରଇଲା । ସେ ପାତାଲେ ଦେକା ରକା କର୍ବା ଦୁତ୍ । ଏବ୍ରି ବାସାଇ ତାର୍ ନାଉଁ ଅଇଲାନି ଅବଦନ୍ । ଆରି ଗିରିକ୍ ବାସାଇ ଅପଲିୟନ୍ । ତାର୍ ଅରତ୍ ଅଇଲାନି କୁରୁପ୍ନାସ୍ କର୍ବା ଲକ୍ ।