ଜଅନ୍ 5:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ବାବା ମକେ ଆଲାଦ୍ କର୍ସି ଆରି ନିଜେ ଜନ୍ଟା କର୍ସି, ସେ ସବୁ ମକେ ଦେକାଇସି । ଆରି ଏବେ ଜାଇଟା ଗଟ୍ଲା ଆଚେ, ତାର୍ତେଇଅନି ଅଦିକ୍ ବଡ୍ ବଡ୍ କାବାଅଇଜିବା କାମ୍ମନ୍ ମକେ ଦେକାଇସି । ସେଟା ସବୁ ଦେକି ତମେ ସବୁଲକ୍ କାବାଅଇଜାଇସା । အခန်းကိုကြည့်ပါ။ |