22 ବାବା ପର୍ମେସର୍ କାକେ ମିସା ତାର୍ ପାପ୍ କାମ୍ଲାଗି ବିଚାର୍ ନ କରେ । ମାତର୍ ସବୁ ଲକ୍ମନର୍ ବିଚାର୍ କର୍ବା ପୁରାପୁରୁନ୍ ଅଦିକାର୍ ତାର୍ ପିଲା ମକେ, ଦେଲା ଆଚେ ।
“ମର୍ ବାବା ମକେ ସବୁ ବିସଇ ଦାନ୍ କଲାଆଚେ । ବାବାକେ ଚାଡି କେ ମିସା ତାର୍ ପିଲା, ମକେ ନାଜାନତ୍ । ଆରି ତାର୍ ପିଲା, ମକେ ଚାଡି କେ ମିସା ବାବାକେ ନାଜାନତ୍ । ତାର୍ ପିଲା ମୁଇ, ଜନ୍ ଲକ୍ମନର୍ ଲଗେ ବାବାକେ ଦେକାଇବି, ସେମନ୍ସେ ବାବାକେ ଚିନି ପାରତ୍ ।
ନର୍ପିଲା ମୁଇ ବାବା ପର୍ମେସରର୍ ଡାକ୍ପୁଟା ପାଇ ସରଗ୍ ଦୁତ୍ମନର୍ ସଙ୍ଗ୍ ଆରି ତରେକ୍ ଆଇବି । ସେଡ୍କି ବେଲେ ମୁଇ ସବୁ ଲକର୍ କରିରଇବା କାମ୍ ଦେକି ପୁରୁସ୍କାର୍ ଦେବି ।
ଜିସୁ ସେମନର୍ ଲଗେ ଜାଇ କଇଲା, “ସରଗ୍ ଆରି ମଚ୍ପୁରର୍ ସବୁ ଅଦିକାର୍ ମକେ ଦିଆଅଇଲା ଆଚେ ।
ତମେ ମକେ ସବୁ ମୁନୁସ୍ ଜାତି ଉପ୍ରେ ଅଦିକାର୍ ଦେଇଆଚାସ୍ । ଆରି ଜନ୍ଲକ୍ମନ୍କେ ମକେ ସର୍ପି ଦେଇଆଚାସ୍, ସେମନ୍କେ ମୁଇ ନ ସାର୍ବା ଜିବନ୍ ଦେବି ।
ବାବା ପିଲାକେ ଆଲାଦ୍ କରି ସବୁ ବିସଇ ତାର୍ ଆତେ ସର୍ପି ଦେଲାଆଚେ ।
ଆରି ମୁଇ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା ଅଇଲାର୍ଲାଗି, ସବୁ ଲକ୍ମନ୍କେ ବିଚାର୍ କର୍ବା ଅଦିକାର୍ ସେ ମକେ ଦେଲାଆଚେ ।
ଜିସୁ କଇଲା, “ମୁଇ ଏ ଦୁନିଆର୍ ଲକ୍ମନ୍କେ ବିଚାର୍ କର୍ବାର୍ ଆସିଆଚି । ସେଟାର୍ ପାଇ କାଣା ଲକ୍ମନ୍ ଦେକିପାର୍ବାଇ, ଆରି ଦେକିପାର୍ବା ଲକ୍ମନ୍ କାଣା ଅଇଜିବାଇ ।”
ଲକ୍ମନର୍ ଲଗେ ସୁବ୍କବର୍ ଜାନାଇବାକେ ସେ ଆମ୍କେ ଆଦେସ୍ ଦେଲା । ବଁଚିରଇବା ଲକର୍ ଆରି ମଲା ଲକର୍ ବିଚାର୍କାରିଆ ଇସାବେ ତାକେସେ ବାଚ୍ଲା ଆଚେ, ଏ କାତାର୍ ସାକିଦେବାକେ ମିସା ସେ ଆମ୍କେ ଆଦେସ୍ ଦେଲାଆଚେ ।
ସେ ଗଟେକ୍ ଦିନ୍ ଟିକ୍ କଲା ଆଚେ । ସେ ଦିନେ, ସେ ବାଚିରଇବା ଲକର୍ ସଙ୍ଗ୍ ଗୁଲାଇ ଦୁନିଆର୍ ବିଚାର୍ କର୍ସି । ସେ ଲକ୍ ମଲାଟାନେଅନି ଉଟି ଏ କାତା ସତ୍ ବଲି, ସବୁକେ ଜାନାଇଲା ଆଚେ ।
ଜନ୍ ଦିନେ ପରମେସର୍ ଜିସୁକିରିସ୍ଟର୍ ଟାନେଅନି ମୁନୁସର୍ ବିତ୍ରେ ଲୁଚ୍ଲା ବିସଇମନ୍ ବିଚାର୍ କର୍ସି, ସେ ଦିନେ ମୁଇ ଜାନାଇ ରଇଲା ସୁବ୍କବର୍ ଇସାବେ ଏ ସବୁ ଗଟ୍ସି ।
ଆମେ ସବୁଲକ୍ କିରିସ୍ଟର୍ ମୁଆଟେ ଆଇବାକେ ପଡ୍ସି । କାଇକେବଇଲେ ସେ ଆମର୍ କାମ୍ ବିଚାର୍ କର୍ସି । ଏ ଜଗତେ ରଇକରି ଆମେ ଜନ୍ଟା କଲୁଆଚୁ, ସେଟା ନିକ ଅ କି ନ ଅ, ସେ ଇସାବେ ଆମ୍କେ ଗଟେକ୍ ଗଟେକ୍ ଲକ୍କେ ବୁତି ମିଲ୍ସି ।
ପର୍ମେସର୍ ଆରି ଜିସୁକିରିସ୍ଟ ମର୍ ସାକି । ଜେକି ମଲା ଲକ୍ମନର୍ ଆରି ଜିବନ୍ ରଇଲା ଲକ୍ମନର୍ ବିଚାର୍ କର୍ସି । ତାର୍ ରାଇଜର୍ ଲାଗି, ସେ ଜଗତେ ସାସନ୍ କର୍ବାକେ ଆଇସି । ସେଟାର୍ପାଇ ମୁଇ ତମ୍କେ ତିଆର୍ଲିନି ।
ମାତର୍ ସେମନ୍ ନିଜେ ପର୍ମେସର୍କେ ଇସାବ୍ ଦେବାକେ ପଡ୍ସି । ସେ ବଁଚିରଇବା ଆରି ମରିରଇବା ସବୁକେ ବିଚାର୍ କର୍ବାକେ ଜାଗିଆଚେ ।