ଜଅନ୍ 5:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 ତେବେ ସବୁ ଲକ୍ମନ୍ ବାବାକେ ଜେନ୍ତି ସନ୍ମାନ୍ ଦେଲାଇନି, ସେନ୍ତିସେ ତାର୍ ପିଲା ମକେ ମିସା ସନ୍ମାନ୍ ଦେବାଇ । ଜଦି ଜନ୍ ଲକ୍ମନ୍ ତାର୍ ପିଲା ମକେ ସନ୍ମାନ୍ ଦେଅତ୍ ନାଇ, ସେମନ୍ ମକେ ପାଟାଇଲା ବାବାକେ ମିସା ସନ୍ମାନ୍ ଦେଅତ୍ ନାଇ । အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।