31 ମର୍ ନିଜର୍ ପାଇ ଜଦି ମୁଇ ସାକି ଦେବି, ସେଟା ସତ୍ ବଲି ଦାରା ନ ଜାଏ ।
ଜିସୁ ସେମନ୍କେ କଇଲା, “ମୁଇ ଜଦି ନିଜ୍କେ ଡାକ୍ପୁଟା କର୍ବି ବଲି ଚେସ୍ଟା କର୍ତି ବଇଲେ, ସେ ଡାକ୍ପୁଟାର୍ କାଇ ମୁଲିଅ ନାଇ । ମର୍ ବାବା ଜାକେ କି ତମେ ତମର୍ ପର୍ମେସର୍ ବଲି କଇଲାସ୍ନି, ସେ ସେ ମକେ ଡାକ୍ପୁଟା କରାଇଲାନି ।
ଲାଉଦିକିଆ ମଣ୍ଡଲିକେ ଦେକାରକା କର୍ବା ଦୁତ୍କେ ଲେକା । ଏ କବର୍ ମୁଇ ପାଟାଇଲିନି । ମୁଇ ଅଇଲିନି, ଆମେନ୍ । ମୁଇ ଅଇଲିନି ସତ୍ ବିସ୍ବାସର୍ ସାକି । ମର୍ଟାନେ ଅନି ପର୍ମେସର୍ ସବୁ ବିସଇ ତିଆର୍କଲା ।