ଜଅନ୍ 5:36 - ସତିଅର୍ ବାଟ୍ ନୁଆ ନିୟମ୍ 202036 ମାତର୍ ମର୍ଲଗେ, ଜଅନର୍ ତେଇଅନି ଅଦିକ୍ ବପୁର୍ ଗଟେକ୍ ସାକି ଆଚେ । ପର୍ମେସରର୍ ଆଦେସ୍ ଇସାବେ ମୁଇ ଜନ୍ ସବୁ କାମ୍ କଲିନି, ସେଟା ସବୁ ମର୍ ପାଇ ନିକ ସାକି । ସେ ସବୁ କଇଲାନିଜେ, ମକେ ପର୍ମେସର୍ ପାଟାଇଲା ଆଚେ ବଲି । အခန်းကိုကြည့်ပါ။ |