ଜଅନ୍ 5:39 - ସତିଅର୍ ବାଟ୍ ନୁଆ ନିୟମ୍ 202039 ତମେ ଜତନ୍ସଙ୍ଗ୍ ସାସ୍ତର୍ମନ୍ ପଡି କଜ୍ଲାସ୍ନି । ତେଇଅନି ନ ସାର୍ବା ଜିବନ୍ ପାଇଅଇସି ବଲି ସେ ସବୁ ପଡ୍ଲାସ୍ନି । ସେ ସବୁ ସାସ୍ତର୍ ମର୍ ବିସଇସେ ସାକି ଦେଲାନି । အခန်းကိုကြည့်ပါ။ |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”