46 ଜଦି ତମେ ମସାକେ ସତ୍ବଲି ବିସ୍ବାସ୍ କଲାସ୍ନି ବଇଲେ ମକେ ମିସା ବିସ୍ବାସ୍ କର୍ତେ ରଇସା । କାଇକେବଇଲେ ମସା ମର୍ ବିସଇସେ ଲେକିଆଚେ ।
ଜିସୁ ମସାର୍ ବଇତେଇଅନି ଆରି ବିନ୍ ବିନ୍ ବବିସତ୍ବକ୍ତାମନ୍ ଲେକିରଇଲା କାତାଇ ଅନି ଆରାମ୍ କରି ସବୁ ଦରମ୍ ସାସ୍ତରେ ତାର୍ ଜେତ୍କି ବିସଇ ଲେକା ଅଇରଇଲା, ସେ ସବୁ ସେମନ୍କେ ବୁଜାଇଦେଲା ।”
ପିଲିପ୍ ନିତନିଏଲ୍କେ ବେଟ୍ ପାଇ କଇଲା, “ଜନ୍ ଲକର୍ ବିସଇ ମସାର୍ ନିୟମେ ଲେକିରଇଲା ଆରି ବବିସତ୍ବକ୍ତାମନ୍ ଲେକି ଆଚତ୍, ଆମେ ତାକେ ଦେକ୍ଲୁ ଆଚୁ । ସେ ଜସେପର୍ ପିଲା ନାଜରିତ୍ ଗଡର୍ ଜିସୁ ।”
ମାତର୍ ସେ ଜନ୍ଟା ଲେକିଆଚେ, ତେଇ ଜଦି ତମର୍ ବିସ୍ବାସ୍ ନାଇ ବଇଲେ, ମୁଇ ଜନ୍ଟା କଇଲିନି, ସେଟା କେନ୍ତି ବିସ୍ବାସ୍ କର୍ସା ?”
ମାତର୍ ପର୍ମେସର୍ ମକେ ଆଜିକେଜାକ ରକିଆ କଲାଆଚେ ଆରି ସେଟାର୍ପାଇ ଆଜି ସାନ୍ ବଡ୍ ସବୁ ଲକର୍ ଲଗେ ସମାନ୍ ଇସାବେ ମର୍ ସାକିଦେବାକେ ଟିଆକରାଇଆଚେ । ବବିସତ୍ବକ୍ତା ଆରି ମସା ଜାଇଟା ଗଟ୍ସି ବଲି କଇରଇଲାଇ, ଟିକ୍ ସେ କାତା ମୁଇ କଇଲିନି ।
କିରିସ୍ଟ ଆଇଲାତେଇଅନି ନିୟମ୍ ମାନ୍ବାଟା କାଇ ମୁଲିଅ ନାଇ । ଜେନ୍ତାରି କି ତାକେସେ ବିସ୍ବାସ୍ କଲେ, ମୁନୁସ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇ ଅଇସି ।
ନିୟମର୍ ପାଇ ମୁଇ ମଲାସମାନ୍ ଅଇଆଚି । ନିୟମର୍ ଲାଗି ସେ, ପର୍ମେସରର୍ ମୁଆଟେ ଦସି ଅଇକରି ମରନର୍ ଡଣ୍ଡ୍ ପାଇଲି ।
ଜନ୍ ଲକ୍ମନ୍ ରିତିନିତିର୍ ନିୟମ୍ ମାନ୍ଲୁନି ବଲି ବଡ୍ପନ୍ ଅଇବାଇ, ସେମନ୍ ସାଇପ୍ ପାଇବାଇ । କାଇକେ ବଇଲେ ଦରମ୍ସାସ୍ତରେ ଲେକାଆଚେ, “ମସାର୍ ନିୟମ୍ ବଇଟାନେ ଜାଇଟା ସବୁ ଲେକାଅଇଲା ଆଚେ, ଜଦି କେ ସେଟା ପୁରାପୁରୁନ୍ ନ ମାନେ, ସେ ପରମେସରର୍ ସାଇପ୍ ପାଇସି ।”
ଆମେ କେ ମିସା ନିୟମର୍ ସବୁ ଆଦେସ୍ ମାନି ନାପାରୁ । ସେଟାର୍ପାଇ ଆମେ ସବୁ ଡଣ୍ଡ୍ ପାଇବାର୍ ରଇଲା । ମାତର୍ କିରିସ୍ଟ ଆମର୍ ସାଇପ୍ ନିଜେ ନେଲା ଆରି ନିୟମର୍ ସାଇପେଅନି ଆମ୍କେ ମୁକ୍ଲାଇଲା । ଦରମ୍ ସାସ୍ତରେ ଲେକାଆଚେ, ଜେ ଗଚେ ଉଚ୍କିଅଇ ମର୍ସି, ସେ ପରମେସରର୍ତେଇ ଅନି ସାଇପ୍ ପାଇଲା ଲକ୍ !
କିରିସ୍ଟର୍ ଆଇବା ଜାକ ଆମେ ନିୟମର୍ ତଲେ ରଇଲୁ । ମାତର୍ ତାର୍ ପଚେ, କାଲି ବିସ୍ବାସେଅନି ଆମେ ପରମେସରର୍ ମୁଆଟେ ଦସି ନଇଲା ଲକ୍ ବଲାଇ ଅଇବୁ ।