7 ସେ ରଗି ଲକ୍ ଜିସୁକେ କଇଲା, “ଏ ଆଗିଆଁ ପାନି ଅଲ୍କା କଲାବେଲେ, ସେ ବନ୍ଦ୍ ବିତ୍ରେ ମକେ ନେବାକେ କେ ନାଇ । ଆରି ବନ୍ଦ୍ ବିତ୍ରେ ଜିବାକେ ଚେସ୍ଟା କଲାବେଲେ ବିନ୍ ଲକ୍ ମର୍ ଆଗ୍ତୁ ଉଟିଜିବାଇ ।”
ଜିରୁସାଲାମର୍ ମେଣ୍ଡା ଦୁଆର୍ ଲଗେ ଗଟେକ୍ ବନ୍ଦ୍ ରଇଲା । ସେଟାକେ ଏବ୍ରି ବାସାଇ ବେତେସ୍ଦା ବଲି କଇବାଇ । ତେଇ ପାଁଚ୍ଟା ମଣ୍ଡପ୍ ରଇଲା ।
ସେ ମଣ୍ଡପ୍ ମନର୍ଟାନେ କେତେକ୍ କେତେକ୍ ଜର୍ଦୁକା ଅଇଲା ଲକ୍ମନ୍ ରଇତେ ରଇଲାଇ । ରଗିମନର୍ ବିତ୍ରେଅନି କାଣା, ଚଟା, ଆରି କେତେକ୍ ଅଦୁଆ ରଗିମନ୍ ରଇଲାଇ ।
କାଇକେବଇଲେ କେଡେ କେଡେବଲ୍ ପର୍ମେସରର୍ ଗଟେକ୍ ଦୁତ୍ ଆସିକରି ସେ ବନ୍ଦର୍ ପାନି ଅଲ୍କା କର୍ତେ ରଇଲା । ଆରି ସେ ଅଲ୍କା ଅଇଲାପଚେ, ଜନ୍ ଲକ୍ ପର୍ତୁମ୍ ଜାଇତେ ରଇଲା, ତାକେ କାଇ ରଗ୍ ଅଇରଇଲେ ମିସା ନିମାନ୍ ଅଇଜାଇତେରଇଲା ।
ତେଇ ଜିସୁ ସେ ରଗି ଡୁଲିରଇବାଟା ଦେକି, ଏ ଲକ୍ ବେସି ବରସର୍ ରଗି ବଲି ଜାନି ତାକେ ପାଚାର୍ଲା “ତମେ କାଇ ନିମାନ୍ ଅଇବାକେ ମନ୍ କଲାସ୍ନି କି ?”
ଆମ୍କେ କେ ମିସା ଆକାସାକା ନ ରଇଲା ବେଲେ, ପରମେସର୍ ଟିକ୍ କଲା ବେଲାଇ କିରିସ୍ଟ ପାପିମନର୍ ପାଇ ମଲା ।
ଆରାଜିତା ଟାନେ ପାଲାଇବା ଲକ୍ ବେସି ଆଚତ୍, ଏଟା ସତ୍ । ମାତର୍ ଗଟେକ୍ ଲକ୍କେସେ ପୁରୁସ୍କାର୍ ମିଲ୍ସି । ଏଟା ତମେ ଜାନିଆଚାସ୍ । ତମେ ମିସା ପୁରୁସ୍କାର୍ ପାଇଲା ପାରା ପାଲାଆ ।