9 ସେ ଦାପ୍ରେ ସେ ଲକ୍ ନିମାନ୍ ଅଇଗାଲା ଆରି ନିଜର୍ ଟାଟି ଦାରିକରି ଇଣ୍ଡ୍ବାର୍ ଦାର୍ଲା । ସେ ଦିନ୍ ବିସ୍ରାମ୍ବାର୍ ରଇଲା ।
ସେଟାର୍ପାଇ ଜିସୁ ଜାଇ ସିମନର୍ ସାତ୍ରିର୍ ଆତେ ଦାରି ଉଟାଇଲା, ସେଦାପ୍ରେ ତାର୍ ଜର୍ ଚାଡିଗାଲା, ଆରି ସେ ଜାଇ ସେମନ୍କେ ସେବା କର୍ବାର୍ ଦାର୍ଲା ।
ସେଦାପ୍ରେ ବଡ୍ ରଗ୍ ତାର୍ ଲଗେ ଅନି ଦୁର୍ଅଇଲା ଆରି ସେ ସୁକଲ୍ ଅଇଗାଲା ।
ଜିସୁ ତାକେ କଇଲା, “ଜା, ତୁଇ ନିମାନ୍ ଅଇଜାଇ ଆଚୁସ୍ । କାଇକେବଇଲେ ତୁଇ ମକେ ବିସ୍ବାସ୍ କରି ଆଁକି ଦେକି ପାର୍ଲୁସ୍ନି ।” ସେଦାପ୍ରେସେ କାଣା ଆଁକି ଦେକି ବାଟେ ବାଟେ ଜିସୁର୍ ପଚେ ଜିବାର୍ ଦାର୍ଲା ।
ସେ ଦାପ୍ରେ ତାର୍ ବନି ଜିବାଟା ବନ୍ଦ୍ଅଇଗାଲା, ସେଟା ସେ ନିଜେ ଜାନି ପାର୍ଲା ।
ତାର୍ ପଚେ ଜିସୁ ସେ ନିକ ଅଇଲା ଲକ୍କେ ମନ୍ଦିର୍ ବିତ୍ରେ ଦେକିକରି କଇଲା, “ଦେକ୍ ଏବେ ତୁଇ ନିକ ଅଇଜାଇଆଚୁସ୍ । ତୁଇ ଆରି ପାପ୍ କାମ୍ କର୍ନାଇ । ନଇଲେ ତକେ ଆରି ଅଦିକ୍ ଦୁକ୍ କସ୍ଟ ଆଇସି ମିସା ।”
ଜଦି ବିସ୍ରାମ୍ବାରେ ଗଟେକ୍ ପିଲାକେ ସୁନତ୍ କରାଇବାକେ ମସାର୍ ନିୟମ୍ ମାନାସ୍ ନାଇ, ମୁଇ ଜଦି ବିସ୍ରାମ୍ବାରେ ଗଟେକ୍ ଲକ୍କେ ପୁରାପୁରୁନ୍ ନିକ କଲେ, କାଇକେ ରିସା ଅଇଗାଲାସ୍ନି ?
ଜିସୁ ଜନ୍ ଦିନେ କାଦ ଲିପିକରି ତାର୍ ଆଁକି ନିକ କରିରଇଲା, ସେ ଦିନ୍ ବିସ୍ରାମ୍ବାର୍ ରଇଲା ।