1 ତାର୍ ପଚେ ଜିସୁ ଗାଲିଲି ଗାଡ୍ ସେପାଟେ ସେ ଗାଡ୍କେ ତିବିରିଆ ଗାଡ୍ ବଲି ମିସା କଇବାଇ, ସେ ଜାଗାଇ ଗାଲା ।
ଜିସୁ ତେଇଅନି ବାରଇ ଗାଡ୍ କଣ୍ଡି କଣ୍ଡି ଜାଇ ଗଟେକ୍ ଡଙ୍ଗର୍ ଉପ୍ରେ ବସ୍ଲା ।
ଜିସୁ ଗାଲିଲି ସମ୍ଦୁର୍ ପାଲି ରଇବା ଜାଗାମନ୍କେ ବୁଲ୍ବାବେଲେ ସିମନ୍ ଜାକେ କି ପିତର୍ ବଲି କଇବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଏ ଦୁଇ ଲକ୍କେ ବେଟ୍ ଅଇଲା । ଏ ଦୁଇ ବାଇ ଗାଡେ ବଇଜାଲ୍ ମାରି ମାଚ୍ ଦାର୍ତେରଇଲାଇ ।
ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।
ତାର୍ ପଚେ ଜିସୁ ନିଜେ ଆରି ତରେକ୍ ସିସ୍ମନ୍କେ ତିବିରିଆର୍ ଗାଡ୍ପାଲି ଦେକାଇଅଇଲା । ସେଟା ଏନ୍ତି ଅଇଲା ।
ଜନ୍ ଜାଗାଇ ମାପ୍ରୁ ଜିସୁ ପାର୍ତନା କରି ଲକ୍ମନ୍କେ ରୁଟି କାଇବାକେ ଦେଇରଇଲା, ସେ ଜାଗା ଲଗେ ତିବିରିଆ ଗାଡେଅନି ଆରି କେତେଟା ଡଙ୍ଗା ଆସି କେଟ୍ଲା ।
ତାର୍ ପଚେ ଜିସୁ ଗାଲିଲି ବାଟେ ବୁଲ୍ବାର୍ ଗାଲା । ସେ ଜିଉଦା ଦେସେ ଜିବାକେ ମନ୍ କରେନାଇ । କାଇକେ ବଇଲେ ଜିଉଦି ନେତାମନ୍ ତାକେ ମରାଇବାକେ ଚେସ୍ଟା କର୍ତେ ରଇଲାଟା, ସେ ଜାନି ରଇଲା ।
ଲକ୍ମନ୍ ତାକେ ପାଚାର୍ଲାଇ, “ଏନ୍ତି ବଇଲେ ତୁଇ କେନ୍ତି ଦେକିପାର୍ଲୁସ୍ନି ?”