ଜଅନ୍ 6:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଜିସୁ ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଲା ଆରି ତେଇ ବସିରଇବା ଲକ୍ମନ୍କେ ବାଟାକରି ଦେଲା । ସେନ୍ତିସେ ମାଚ୍ ମିସା ବାଟାକରି ଦେଲା । ତେଇ ସେମନ୍କେ ପେଟ୍ ପୁର୍ତେ କାଇବାକେ ମିଲ୍ଲା । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ ବିନ୍ଦିନ୍ ମନର୍ଟାନେଅନି ଗଟେକ୍ ଦିନ୍ ସୁବ୍ ବଲି ବାବ୍ବାଇ, ସେମନ୍ ପର୍ମେସର୍କେ ସାର୍ଦା କରାଇବାକେ ସେନ୍ତାରି ବାବ୍ବାଇ । ସେନ୍ତାରିସେ, ଜନ୍ଲକ୍ମନ୍ ସବୁ ରକାମ୍ କାଦି କାଇବାଇ, ସେଟା ପର୍ମେସର୍କେ ସାର୍ଦା କରାଇବାକେ କର୍ବାଇ ଆରି ସେଟାର୍ପାଇ ତାକେ ଦନିଅବାଦ୍ ଦେବାଇ । ଆରି ଜନ୍ଲକ୍ମନ୍ ଅବ୍କା ସାଗ୍ଡାଲ୍ କାଇବାଇ, ସେମନ୍ ସେଟା ପର୍ମେସର୍ ସାର୍ଦା ଅଇସି ବଲି କାଇଲାଇନି ଆରି ସେମନ୍ ମିସା ତାକେ ଦନିଅବାଦ୍ ଦେଲାଇନି ।