15 ସେଦାପ୍ରେସେ ଲକ୍ମନ୍ ଜିସୁକେ ରାଜା କରାଇବାକେ ତିଆର୍ ଅଇବାଟା ଜାନି, ତେଇଅନି ସେ ଗଟେକ୍ ଲକ୍ ଡଙ୍ଗର୍ ଉପ୍ରେ ଉଟିଗାଲା ।
ଜିସୁ ଜବର୍ ଲକ୍ମନ୍ ତାର୍ଟାନେ ଆଇବାଟା ଦେକି ଡଙ୍ଗର୍ ଉପ୍ରେ ଜାଇ ବସ୍ଲା । ସିସ୍ମନ୍ ତାକେ ଚାରିବେଡ୍ତି ଗେରି ରଇଲାଇ ।
ଜିସୁର୍ ଆଗ୍ତୁବାଟେ ଆରି ପଚ୍ବାଟେ ଜିବା ଲକ୍ମନ୍ ବେସି ଆଉଲିଅଇ ଏନ୍ତି କଇତେରଇଲାଇ, “ଅସାନା, ପର୍ମେସର୍କେ ଡାକ୍ପୁଟା କରା । ପର୍ମେସର୍ ତାକେ ଆସିର୍ବାଦ୍ କଲାଆଚେ ।
“ପର୍ମେସରର୍ ନାଉଁ ନେଇକରି ଜନ୍ ରାଜା ଆଇଲାନି ତାକେ ସେ ଆସିର୍ବାଦ୍ କର । ସର୍ଗେ ସାନ୍ତି ଅ, ଆରି ସବୁର୍ଟାନେ ଅନି ବଡ୍ ପର୍ମେସରର୍ ମଇମା ଅ ।”
ଜିସୁ କଇଲା “ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ପାରା ନଏଁ । ଜଦି ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ ପାରା ଅଇତା, ସେନ୍ତାର୍ଆଲେ ମର୍ ସିସ୍ମନ୍ ମର୍ବାଟେ ଅଇ ଜୁଇଦ୍ କର୍ତାଇ । ଆରି ମକେ ଜିଉଦି ନେତାମନର୍ ଟାନେ ସର୍ପି ନ ଦେଇତାଇ । ମାତର୍ ମର୍ ରାଇଜ୍ ଏ ଦୁନିଆର୍ ରାଇଜ୍ପାରା ନଏଁ ।”
“ମୁଇ ମୁନୁସ୍ ଲକ୍ମନର୍ ଟାନେଅନି ଡାକ୍ପୁଟା କଜି ନାଇ ।
ତାର୍ ଆର୍କର୍ ଦିନର୍ ସାକାଲେ, ଗାଡ୍ ସେପାଟେ ରଇଲା ଲକ୍ମନ୍ ଜାନିପାର୍ଲାଇ ଜେ, ତେଇ ଗଟେକ୍ସେ ଡଙ୍ଗା ରଇଲା । ଆରି ସିସ୍ମନ୍ ଜିସୁକେ ମିସ୍ତେ ଡାକି ନ ନେଇ, ଡଙ୍ଗାଇ ବସି ମଜାଗାଡେ ଉଟିଗାଲାଇ ଆଚତ୍ ବଲି । ସେମନ୍ ତାକେ ଚାଡିକରି ଜାଇରଇଲାଇ ।
ଜିସୁ ତାର୍ ସିସ୍ମନର୍ ସଙ୍ଗ୍ ଗଟେକ୍ ଡଙ୍ଗର୍ ଉପ୍ରେ ଜାଇ ବସ୍ଲା ।
ପର୍ମେସର୍ଟାନେ କାଇ ବିସଇ ମିସା ଲୁଚିକରି ନ ରଏ । ତାର୍ ଆଁକିଟାନେ ସବୁ ବିସଇ ଉଗାଡି ଅଇରଇଲାପାରା ଆଚେ । କାଇକେବଇଲେ ସେ ସବୁ ବିସଇ, ଗଟେକ୍ ନ ଚାଡିକରି, ସବୁ ଜାନେ । ଆରି ତାର୍ ଲଗେ ଆମେ ଆମର୍ ନିଜର୍ ବିସଇର୍ ଇସାବ୍ ଦେବାର୍ ଆଚେ ।