16 ସେ ଦିନେ ସଞ୍ଜ୍ ଅଇଗାଲାକେ ଜିସୁର୍ ସିସ୍ମନ୍ ତେଇଅନି ଉତ୍ରିକରି ଗାଡେ ଗାଲାଇ ।
ରାତି ଅଇଲାକେ ଡଙ୍ଗା ସମ୍ଦୁର୍ ମଜାଇ ରଇଲା, ଆରି ସମ୍ଦୁର୍ ପାଲି ଜିସୁ ଗଟେକ୍ ଲକ୍ସେ ରଇଲା ।
ଜିସୁ ଆରି ତାର୍ ସିସ୍ମନ୍କେ ମିସା ସେ ବିବାତେଇ ଡାକି ରଇଲାଇ ।
ସିସ୍ମନ୍ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା କପର୍ନାଉମ୍ ଜାଗାଇ ବାଉଡ୍ବାର୍ ଦାର୍ଲାଇ । ସେଡ୍କିବେଲେ ଆନ୍ଦାର୍ ଅଇ ଆଇତେ ରଇଲା । ମାତର୍ ସେ ବେଲା ଜାକ ଜିସୁ ତାକର୍ ଲଗେ ଆସି ନ ରଇଲା ।