ଜଅନ୍ 6:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ତାର୍ ଆର୍କର୍ ଦିନର୍ ସାକାଲେ, ଗାଡ୍ ସେପାଟେ ରଇଲା ଲକ୍ମନ୍ ଜାନିପାର୍ଲାଇ ଜେ, ତେଇ ଗଟେକ୍ସେ ଡଙ୍ଗା ରଇଲା । ଆରି ସିସ୍ମନ୍ ଜିସୁକେ ମିସ୍ତେ ଡାକି ନ ନେଇ, ଡଙ୍ଗାଇ ବସି ମଜାଗାଡେ ଉଟିଗାଲାଇ ଆଚତ୍ ବଲି । ସେମନ୍ ତାକେ ଚାଡିକରି ଜାଇରଇଲାଇ । အခန်းကိုကြည့်ပါ။ |