23 ଜନ୍ ଜାଗାଇ ମାପ୍ରୁ ଜିସୁ ପାର୍ତନା କରି ଲକ୍ମନ୍କେ ରୁଟି କାଇବାକେ ଦେଇରଇଲା, ସେ ଜାଗା ଲଗେ ତିବିରିଆ ଗାଡେଅନି ଆରି କେତେଟା ଡଙ୍ଗା ଆସି କେଟ୍ଲା ।
ତାର୍ପଚେ ସେ ସାତ୍ଟା ରୁଟି ଆରି ମାଚ୍ ନେଇ ପର୍ମେସର୍କେ ଦନିଅବାଦ୍ ଦେଲା ଆରି ବାଙ୍ଗାଇ କରି ସିସ୍ମନ୍କେ ଦେଲା । ସିସ୍ମନ୍ ସେଟା ଲକ୍ମନ୍କେ ବାଟାକରି ଦେଲାଇ ।
ସେ ରାଣ୍ଡି ମାଇଜିକେ ଦେକି ଜିସୁ ଦୁକ୍କଲା ଆରି ତାକେ କଇଲା, “ଏ ମାଆ କାନ୍ଦ୍ନାଇ ।”
ତେଇ ଜଅନ୍ ନିଜର୍ ସିସ୍ମନର୍ ବିତ୍ରେଅନି ଦୁଇଲକ୍କେ ଡାକି ମାପ୍ରୁର୍ ଲଗେ ଏନ୍ତାରି କଇ ପାଟାଇଲା, “ଜେ ଆଇବାର୍ ରଇଲା, ସେ ଲକ୍ ତମେସେ କି ? କି କାଇ ବିନ୍ ଲକ୍କେ ଆମେ ଜାଗ୍ବୁ ?”
ତାର୍ ପଚେ ଜିସୁ ଗାଲିଲି ଗାଡ୍ ସେପାଟେ ସେ ଗାଡ୍କେ ତିବିରିଆ ଗାଡ୍ ବଲି ମିସା କଇବାଇ, ସେ ଜାଗାଇ ଗାଲା ।