26 ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କଇଲିନି, ମୁଇ କରିରଇବା କାବାଅଇଜିବା କାମ୍ ବୁଜିକରି ମକେ କଜାସ୍ ନାଇ । ମାତର୍ ତମେ ପେଟ୍ ପୁର୍ତେ ରୁଟି କାଇରଇଲାସ୍ ବଲି ଆସିଆଚାସ୍ ।
ଜିସୁ ତାକେ କଇଲା, “ମୁଇ ତକେ ସତ୍ କାତା କଇଲିନି, ଆରିତରେକ୍ ଜନମ୍ ନ ଅଇଲେ କେ ମିସା ପର୍ମେସରର୍ ରାଇଜ୍ ଦେକି ନାପାରତ୍ ।”
ଜିସୁ ତାକେ କଇଲା, “ମୁଇ ତକେ ସତ୍କାତା କଇଲିନି, ଗଟେକ୍ ଲକ୍ ପାନି ଆରି ଆତ୍ମାଇଅନି ଜନମ୍ ନ ଅଇଲେ, ପର୍ମେସରର୍ ରାଇଜେ ଜାଇ ନାପାରେ ।
ଜିସୁ କଲା ଏ କାବାଅଇଜିବା କାମ୍ ଦେକିକରି ତେଇ ରଇଲା ଲକ୍ମନ୍ କଇଲାଇ “ଏ ଦୁନିଆଇ ପର୍ମେସରର୍ ଜନ୍ ବବିସତ୍ବକ୍ତା ଆଇବାର୍ ରଇଲା, ସତଇସେ ଏ ଆକା ।”
ସେଦାପ୍ରେସେ ଲକ୍ମନ୍ ଜିସୁକେ ରାଜା କରାଇବାକେ ତିଆର୍ ଅଇବାଟା ଜାନି, ତେଇଅନି ସେ ଗଟେକ୍ ଲକ୍ ଡଙ୍ଗର୍ ଉପ୍ରେ ଉଟିଗାଲା ।
ଆରି ବେସି ଲକ୍ମନ୍ ତାର୍ ପଚେ ପଚେ ଗାଲାଇ । କାଇକେ ବଇଲେ ସେ ରଗି ଲକ୍ମନ୍କେ ତାର୍ କାବାଅଇଜିବା ବପୁ ସଙ୍ଗ୍ ନିମାନ୍ କର୍ବାଟା ସେମନ୍ ଦେକି ରଇଲାଇ ।
ସେ ଜାଗାଇ ଲକ୍ମନ୍ ଜିସୁକେ ଆରି ତାର୍ ସିସ୍ମନ୍କେ ବେଟ୍ ନ ଅଇଲାକେ, ଡଙ୍ଗାମନ୍କେ ଚଗି ତାକେ କଜି କଜି କପର୍ନାଉମ୍ ଜାଗାବାଟେ ଜିବାକେ ବାରଇଲାଇ ।
ସେବେଲା ସେମନ୍ ଜିସୁକେ ପାଚାର୍ଲାଇ, “ଏନ୍ତି ବଇଲେ ଆମେ ଜେନ୍ତି ବିସ୍ବାସ୍ କର୍ବୁ, ସେଟାର୍ ପାଇ ଆମ୍କେ କାଇଆଲେ କାବାଅଇଜିବା କାମ୍ କରି ଦେକାଇପାରୁସ୍ କି ? କ କାଇଟା କରିପାରୁସ୍ ?”
ମୁଇ ତମ୍କେ କଇଲିନି, ତମେ ମକେ ଦେକିକରି ମିସା ବିସ୍ବାସ୍ କରାସ୍ନାଇ ।
ମୁଇ ତମ୍କେ ସତ୍ କଇଲିନି, ଜନ୍ ଲକ୍ ମକେ ବିସ୍ବାସ୍ କର୍ସି, ସେ ନ ସାର୍ବା ଜିବନ୍ ପାଇସି ।
ଜିସୁ ସେମନ୍କେ କଇଲା, “ମୁଇ ସତ୍କାତା କଇଲିନି, ପର୍ମେସର୍ ପାଟାଇ ରଇବା ନର୍ପିଲା ମୁଇ, ମର୍ ଗାଗଡ୍ ଆରି ବନି ନ କାଇଲେ, ଜିବନ୍ ମିଲାଇ ନାପାରାସ୍ ।
ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।
ଜନ୍ ଲକ୍ମନ୍ ଏନ୍ତାରି କାମେ ବୁଡି ଆଚତ୍, ସେମନ୍ ଆମର୍ ମାପ୍ରୁ କିରିସ୍ଟର୍ ଆଦେସ୍ ମାନତ୍ ନାଇ । ସେମନ୍ କାଲି ନିଜର୍ ମନ୍ କର୍ବାଟା ପୁରାପୁରୁନ୍ କର୍ବାକେ ତେରେପେତେ ଅଇଲାଇନି । ସୁଆଦ୍ କାତା ଆରି ତିପୁଲ୍ କାତା କଇ ଦରମ୍ ଲକ୍ମନ୍କେ ବୁଲ୍କାଇଦେଲାଇନି ।
ମୁଇ କାଇକେ ଏନ୍ତାରି କଇଲିନି ବଇଲେ, ସବୁ ଲକ୍ ନିଜର୍ ନିଜର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କର୍ବାଇ । ଜିସୁକିରିସ୍ଟ ମନ୍ କଲାଟା ପୁରାପୁରୁନ୍ କର୍ବାକେ ମନ୍ କରତ୍ ନାଇ ।
ସାରାସାରି ପର୍ମେସର୍ ସେମନ୍କେ ବିନାସ୍ କର୍ସି । ସେମନ୍ ଅବ୍କା ଗାଗଡ୍ ମନ୍ କର୍ବାଟା ପୁରାପୁରୁନ୍ କର୍ବାକେ ମନ୍ କଲାଇନି । ଲାଜର୍ ବିସଇ କରି ସାର୍ଦା କଲାଇନି । ଅବ୍କା ଏ ଜଗତର୍ ବିସଇସେ ଚିନ୍ତା କଲାଇନି ।
ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ କିରଜାଟି ଅଇ ଲାଗି ରଇସି । ସେନ୍ତାରି ଲକର୍ ମନ୍ କାରାପ୍ ଅଇଲା ଆଚେ ଆରି ସତ୍ ବିସଇ ତାକର୍ ମନ୍କେ ନ ଜାଏ । ସେମନ୍ ପର୍ମେସରର୍ ବିସଇ ସିକାଇତେରଇଲେ ଡାବୁ ମିଲ୍ତେରଇସି ବଲି ବାବ୍ଲାଇନି ।