ଜଅନ୍ 6:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ଜନ୍ କାଦି ନସିଜାଇସି, ସେ କାଦିର୍ ପାଇ ଏତେକ୍ କସ୍ଟ କରାନାଇ, ମାତର୍ ଜନ୍ଟା ନ ନସେ, ସେଟା ନ ସାର୍ବା ଜିବନ୍ ଦେଇସି, ସେଟାର୍ ପାଇ କସ୍ଟ କରା । ଏ କାଦି ନର୍ପିଲା ମୁଇ ଦେବି । କାଇକେ ବଇଲେ, ସେଟାର୍ପାଇ ବାବା ପର୍ମେସର୍ ମକେ ଅଦିକାର୍ ଦେଲାଆଚେ । အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,