31 ଆରି ସେମନ୍ କଇଲାଇ, “ଆମର୍ ଆନିଦାଦିମନ୍ ମରୁବାଲି ବୁଏଁ ମାନା କାଦି କାଇରଇଲାଇ, ସେଟା ଆମର୍ ଦରମ୍ ସାସ୍ତର୍ ଇସାବେ ପର୍ମେସର୍ ସେମନ୍କେ ସର୍ଗେ ଅନି ଦେଇରଇଲା ।”
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜନ୍ଟା ମସା ତମ୍କେ ଦେଇରଇଲା, ସେଟା ସର୍ଗେଅନି ଆସିରଇଲା କାଦି ନଏଁ । ମାତର୍ ମର୍ ବାବା ତମ୍କେ ସର୍ଗେଅନି ସତ୍ କାଦି ଦେଇସି ।
ତମର୍ ଆନିଦାଦିମନ୍ ମରୁବାଲିବୁଏଁ ମାନା କାଦି କାଇରଇଲାଇ, ଏଲେମିସା ସେମନ୍ ମଲାଇ ।
ଏଟାସେ ସର୍ଗେଅନି ଆସିରଇବା କାଦି । ଜନ୍ କାଦି ତମର୍ ଆନିଦାଦିମନ୍ କାଇକରି ପଚେ ମଲାଇ, ଏଟା ସେନ୍ତାରି କାଦି ନଏଁ । ଏ କାଦି ଜେ କାଇସି ସେ କାଲ୍କାଲ୍ ଜୁଗ୍ଜୁଗ୍ ବଁଚିରଇସି ।”
ଆରି ସବୁଲକ୍ ପର୍ମେସର୍ ଜାଗାଇ ରଇବା କାଦି କାଇଲାଇ,
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇ ସୁନା । ଜେ ଜିତ୍ସି, ସେମନ୍କେ ଲୁଚାଇକରି ସଙ୍ଗଇରଇବା ମାନା ଦେବି । ନୁଆ ନାଉଁ ଲେକିରଇବା ଗଟେକ୍ ଦବ୍ ପାକ୍ନା ମିସା ସେମନ୍କେ ଦେବି ।