34 ଲକ୍ମନ୍ ଜିସୁକେ କଇଲାଇ, “ଆଗିଆଁ ସବୁବେଲେ ଆମ୍କେ ଏ କାଦି ଦିଆ ।”
ସେ ମାଇଜି ଜିସୁକେ କଇଲା, “ଏ ଆଗିଆଁ ମକେ ସେ ପାନି ଦେ, ଜେନ୍ତିକି କେବେ ମିସା ମକେ ସସ୍ ନ ଲାଗ ଆରି ମୁଇ ଏତେକ୍ ଦୁର୍ ପାନି ନେବାକେ ନ ଆସି ।”
ଜିସୁ ସେମନ୍କେ କଇଲା, ମୁଇ ତମ୍କେ ସତ୍ କଇଲିନି, ମୁଇ କରିରଇବା କାବାଅଇଜିବା କାମ୍ ବୁଜିକରି ମକେ କଜାସ୍ ନାଇ । ମାତର୍ ତମେ ପେଟ୍ ପୁର୍ତେ ରୁଟି କାଇରଇଲାସ୍ ବଲି ଆସିଆଚାସ୍ ।
ମୁଇ ତମ୍କେ ଜେତ୍କି ବିସଇ କଇଲି, ସେଟା ସବୁ ସତ୍ । ଗଟେକ୍ ମିସା ମିଚ୍ ନଏଁ । ଆମର୍ ମାପ୍ରୁ ଜିସୁର୍ ବାବା ପର୍ମେସର୍ ଏଟା ଜାନେ । ସେ ଜୁଗ୍ ଜୁଗ୍ ଡାକ୍ପୁଟା ପାଅ ।