35 ତାର୍ ପଚେ ଜିସୁ ସେମନ୍କେ କଇଲା, “ମୁଇ ସେ ଜିବନର୍ କାଦି । ଜନ୍ ଲକ୍ ମର୍ ଲଗେ ଆଇସି, ସେ କେବେ ମିସା ବୁକେ ନ ରଏ । ଆରି କେ ମକେ ବିସ୍ବାସ୍ କର୍ସି ତାକେ କେବେ ମିସା ସସ୍ ନ ଲାଗେ ।
“ବେସି ବଜ୍ ବଇକରି ତାକ୍ଲା ଲକ୍ମନ୍, ମର୍ ଲଗେ ଆସା । ମୁଇ ତମ୍କେ ପୁଣ୍ଡାଇବି ।
ଏ ଡଣ୍ଡ୍ପାଉମନ୍, ଏବେ ତମେ ନିକସଙ୍ଗ୍ କାଇଲାସ୍ନି, କାଇକେବଇଲେ, ତମେ ବୁକେସେ ରଇସା । ଏ ଡଣ୍ଡ୍ପାଉମନ୍, ତମେମନ୍ ଏବେ ଆଁସ୍ଲାସ୍ନି, କାଇକେବଇଲେ ପଚେ ଦୁକେ ରଇକରି କାନ୍ଦ୍ସା ।
ସେ ମାଇଜି ଜିସୁକେ କଇଲା, “ଏ ଆଗିଆଁ ମକେ ସେ ପାନି ଦେ, ଜେନ୍ତିକି କେବେ ମିସା ମକେ ସସ୍ ନ ଲାଗ ଆରି ମୁଇ ଏତେକ୍ ଦୁର୍ ପାନି ନେବାକେ ନ ଆସି ।”
ଏଲେମିସା ତମେ ନ ସାର୍ବା ଜିବନ୍ ପାଇବାକେ ମର୍ ଲଗେ ଆଇବାକେ ନିଚ୍ଲାସ୍ନି ।
ମର୍ ବାବା ପର୍ମେସର୍ ଜନ୍ ଲକ୍ମନ୍କେ ମକେ ଦେଲା ଆଚେ, ସେ ଲକ୍ମନ୍ ମର୍ ଲଗେ ଆଇବାଇ । ଆରି ମର୍ ଲଗେ ଆଇବା ଲକ୍ମନ୍କେ କେବେ ମିସା ନ ବାଉଡାଇ ।
ଏଟା ସୁନିକରି ଜିଉଦି ନେତାମନ୍ ଜିସୁର୍ ବିରଦେ ସେମନର୍ ବିତ୍ରେ ଦଦାପେଲା ଅଇଲାଇ । କାଇକେ ବଇଲେ, ଜିସୁ ମୁଇ ସର୍ଗେ ଅନି ଆସିରଇବା କାଦି ବଲି କଇଲାର୍ ପାଇ ସେମନ୍ ଏନ୍ତି ଅଇଲାଇ ।
ଆରି ଜିସୁ କଇଲା, “ସେଟାର୍ ପାଇସେ ମୁଇ ତମ୍କେ କଇଲିନି, ଜଦି ବାବା ନ ପାଟାଇଲେ, କେ ମିସା ମର୍ ଲଗେ ଆସିନାପାରେ ।”
ଆତ୍ମା ଆରି କନିଆ ଦାଙ୍ଗ୍ଡି କଇଲାନି ଆଉ, । ଜେତ୍କି ଲକ୍ ଏଟା ସୁନ୍ଲାଇନି, ସେମନ୍ ମିସା ଆଉ, ବଲି କଇବାର୍ଆଚେ । ଆସା ଜେତ୍କି ଲକ୍କେ ସସ୍ କଲାନି, ଜିବନର୍ ପାନି ଇନାମେ ନିଆ ।
ସେମନ୍କେ କେବେ ବୁକ୍ ନ ଲାଗେ କି ସସ୍ ନ କରେ । ବେଲ୍ କି ଅଦିକ୍ ତପି ରଇବା ତାତି ସେମନ୍କେ ପଡାଇନାପାରେ ।